Lamentations 3:26 — Compare Translations
5 translations compared side by side
Odia - 1840
"ସଦାପ୍ରଭୁଙ୍କ ଦ୍ବାରା ମୁକ୍ତି ପ୍ରାପ୍ତ ପାଇଁ ଶାନ୍ତ ଭାବରେ ଅପେକ୍ଷା କରିବା ଜଣକ ପ୍ରତି କଲ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁଙ୍କ ପରିତ୍ରାଣର ପ୍ରତ୍ୟାଶା କରି ସୁସ୍ଥିର ଭାବରେ ଅପେକ୍ଷା କରିବାର ମନୁଷ୍ୟର ମଙ୍ଗଳ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁଙ୍କ ଦ୍ୱାରା ମୁକ୍ତି ପ୍ରାପ୍ତ ପାଇଁ ଶାନ୍ତ ଭାବରେ ଅପେକ୍ଷା କରିବା ଜଣକ ପ୍ରତି ଭଲ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁଙ୍କ ପରିତ୍ରାଣର ପ୍ରତ୍ୟାଶା କରି ସୁସ୍ଥିର ଭାବରେ ଅପେକ୍ଷା କରିବାର ମନୁଷ୍ୟର ମଙ୍ଗଳ।
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁଙ୍କ ପରିତ୍ରାଣର ପ୍ରତ୍ୟାଶା କରି ସୁସ୍ଥିର ଭାବରେ ଅପେକ୍ଷା କରିବାର ମନୁଷ୍ୟର ମଙ୍ଗଳ।