Lamentations 3:28 — Compare Translations

5 translations compared side by side

Odia - 1840
"ସଦାପ୍ରଭୁ ଯାହାର କାନ୍ଧ ରେ ୟୁଆଳି ରଖନ୍ତି, ସେ ଏକାକୀ ନୀରବ ରେ ବସିରହୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ଏକାକୀ ବସି ନୀରବ ହୋଇ ରହୁ, କାରଣ ସେ ତାହାର ସ୍କନ୍ଧରେ ଯୁଆଳି ରଖିଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ଯାହାର କାନ୍ଧରେ ଯୁଆଳି ରଖନ୍ତି, ସେ ଏକାକୀ ନୀରବରେ ବସିରହୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ଏକାକୀ ବସି ନୀରବ ହୋଇ ରହୁ, କାରଣ ସେ ତାହାର ସ୍କନ୍ଧରେ ଯୁଆଳି ରଖିଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ସେ ଏକାକୀ ବସି ନୀରବ ହୋଇ ରହୁ, କାରଣ ସେ ତାହାର ସ୍କନ୍ଧରେ ଯୁଆଳି ରଖି ଅଛନ୍ତି।

Recommended Reading