Lamentations 3:29 — Compare Translations

5 translations compared side by side

Odia - 1840
"ସେ ଭୂମିରେ ମୁଣ୍ଡ ରଖି ପ୍ରଭୁଙ୍କଠା ରେ ନତମସ୍ତକ ହେଉ, ଏବବେି ଆଶା ଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ଧୂଳିରେ ଆପଣା ମୁଖ ରଖୁ; ତାହାହେଲେ ଅବା ଭରସା ଥାଇପାରେ ।
Odia Bible ERV 2004 (ପବିତ୍ର ବାଇବଲ)
ସେ ଭୂମିରେ ମୁଣ୍ଡ ରଖି ପ୍ରଭୁଙ୍କଠାରେ ନତମସ୍ତକ ହେଉ, ଏବେବି ଆଶା ଅଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ଧୂଳିରେ ଆପଣା ମୁଖ ରଖୁ; ତାହାହେଲେ ଅବା ଭରସା ଥାଇପାରେ।
Odia IRV 2017 (ଓଡିଆ ବାଇବେଲ)
ସେ ଧୂଳିରେ ଆପଣା ମୁଖ ରଖୁ; ତାହାହେଲେ ଅବା ଭରସା ଥାଇପାରେ।