Lamentations 3:30 — Compare Translations
5 translations compared side by side
Odia - 1840
"ସେ ତାହାକୁ ପ୍ରହାର ପାଇଁ ଆପଣା ଗାଲ ଦଖାଇେ ଦେଉ ଏବଂ ତାଙ୍କୁ ପୂର୍ଣ୍ଣ ସନ୍ତାଷେ ପାଇବା ପାଇଁ ଅନୁ ରୋଧ କରୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେ ତାହାକୁ ପ୍ରହାର କରେ, ସେ ତାହାକୁ ଆପଣା ଗାଲ ଦେଖାଇଦେଉ; ସେ ପୂର୍ଣ୍ଣ ଅପମାନରେ ପରିପୂର୍ଣ୍ଣ ହେଉ ।ଣ
Odia Bible ERV 2004 (ପବିତ୍ର ବାଇବଲ)
ସେ ତାହାକୁ ପ୍ରହାର ପାଇଁ ଆପଣା ଗାଲ ଦେଖାଇ ଦେଉ ଏବଂ ତାଙ୍କୁ ପୂର୍ଣ୍ଣ ସନ୍ତୋଷ ପାଇବା ପାଇଁ ଅନୁରୋଧ କରୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେ ତାହାକୁ ପ୍ରହାର କରେ, ସେ ତାହାକୁ ଆପଣା ଗାଲ ଦେଖାଇ ଦେଉ; ସେ ପୂର୍ଣ୍ଣ ଅପମାନରେ ପରିପୂର୍ଣ୍ଣ ହେଉ।
Odia IRV 2017 (ଓଡିଆ ବାଇବେଲ)
ଯେ ତାହାକୁ ପ୍ରହାର କରେ, ସେ ତାହାକୁ ଆପଣା ଗାଲ ଦେଖାଇ ଦେଉ; ସେ ପୂର୍ଣ୍ଣ ଅପମାନରେ ପରିପୂର୍ଣ୍ଣ ହେଉ।