Lamentations 3:32 — Compare Translations

5 translations compared side by side

Odia - 1840
"ଯଦିଓ ସଦାପ୍ରଭୁ ଦଣ୍ଡ ଦିଅନ୍ତି, ତାଙ୍କର ଅପାର ପ୍ ରମେ ଅନୁସାରେ ସେ ଆମ୍ଭମାନଙ୍କୁ ଦୟା କରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ଯଦ୍ୟପି ସେ ଦୁଃଖ ଘଟାନ୍ତି, ତଥାପି ଆପଣାର ଅପାର ଦୟାନୁସାରେ ସେ କରୁଣା କରିବେ ।
Odia Bible ERV 2004 (ପବିତ୍ର ବାଇବଲ)
ଯଦିଓ ସଦାପ୍ରଭୁ ଦଣ୍ଡ ଦିଅନ୍ତି, ତାଙ୍କର ଅପାର ପ୍ରେମ ଅନୁସାରେ ସେ ଆମ୍ଭମାନଙ୍କୁ ଦୟା କରନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ଯଦ୍ୟପି ସେ ଦୁଃଖ ଘଟାନ୍ତି, ତଥାପି ଆପଣାର ଅପାର ଦୟାନୁସାରେ ସେ କରୁଣା କରିବେ।
Odia IRV 2017 (ଓଡିଆ ବାଇବେଲ)
କାରଣ ଯଦ୍ୟପି ସେ ଦୁଃଖ ଘଟାନ୍ତି, ତଥାପି ଆପଣାର ଅପାର ଦୟାନୁସାରେ ସେ କରୁଣା କରିବେ।