Lamentations 3:36 — Compare Translations
5 translations compared side by side
Odia - 1840
"ଏକ ବ୍ଯକ୍ତିକୁ ନ ଦେଖି ତା'ର ମକଦ୍ଦମା ରେ ନିରାଶ କରି, ସଦାପ୍ରଭୁ ଆନନ୍ଦିତ ହୁଅନ୍ତି ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମନୁଷ୍ୟର ବିବାଦ ଅଯଥାର୍ଥ ରୂପେ ନିଷ୍ପତ୍ତି ହେବାର, ପ୍ରଭୁ ଭଲ ପାଆନ୍ତି ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଏକ ବ୍ୟକ୍ତିକୁ ନ ଦେଖି ତା’ର ମକଦ୍ଦମାରେ ନିରାଶ କରି, ସଦାପ୍ରଭୁ ଆନନ୍ଦିତ ହୁଅନ୍ତି ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମନୁଷ୍ୟର ବିବାଦ ଅଯଥାର୍ଥ ରୂପେ ନିଷ୍ପତ୍ତି ହେବାର, ପ୍ରଭୁ ଭଲ ପାଆନ୍ତି ନାହିଁ।
Odia IRV 2017 (ଓଡିଆ ବାଇବେଲ)
ମନୁଷ୍ୟର ବିବାଦ ଅଯଥାର୍ଥ ରୂପେ ନିଷ୍ପତ୍ତି ହେବାର, ପ୍ରଭୁ ଭଲ ପାଆନ୍ତି ନାହିଁ।