Lamentations 3:38 — Compare Translations

5 translations compared side by side

Odia - 1840
"ପରମେଶ୍ବର ସମସ୍ତ ମଙ୍ଗଳ ଓ ଅମଙ୍ଗଳର ସର୍ବୋପରିସ୍ଥ ଆଜ୍ଞାଦାତା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସର୍ବୋପରିସ୍ଥଙ୍କ ମୁଖରୁ ଅମଙ୍ଗଳ ଓ ମଙ୍ଗଳ କି ନିର୍ଗତ ହୁଏ ନାହିଁ?
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ସମସ୍ତ ମଙ୍ଗଳ ଓ ଅମଙ୍ଗଳର ସର୍ବୋପରିସ୍ଥ ଆଜ୍ଞାଦାତା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସର୍ବୋପରିସ୍ଥଙ୍କ ମୁଖରୁ ଅମଙ୍ଗଳ ଓ ମଙ୍ଗଳ କି ନିର୍ଗତ ହୁଏ ନାହିଁ?
Odia IRV 2017 (ଓଡିଆ ବାଇବେଲ)
ସର୍ବୋପରିସ୍ଥଙ୍କ ମୁଖରୁ ଅମଙ୍ଗଳ ଓ ମଙ୍ଗଳ କି ନିର୍ଗତ ହୁଏ ନାହିଁ?