Lamentations 3:39 — Compare Translations
5 translations compared side by side
Odia - 1840
"ଯେ ପର୍ୟ୍ଯନ୍ତ ସେ ବଞ୍ଚିଛି ତା'ର ପାପର ଦଣ୍ଡ ବିଧାନ ପାଇଁ କାହିଁକି ଆପତ୍ତି କରିବ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଜୀବିତ ମନୁଷ୍ୟ କାହିଁକି ଅସନ୍ତୋଷର କଥା କହେ, ଆପଣା ପାପର ଦଣ୍ତ ସକାଶୁ ମନୁଷ୍ୟ କାହିଁକି ଅସନ୍ତୋଷର କଥା କହେ?
Odia Bible ERV 2004 (ପବିତ୍ର ବାଇବଲ)
ଯେପର୍ଯ୍ୟନ୍ତ ସେ ବଞ୍ଚିଛି ତା’ର ପାପର ଦଣ୍ଡ ବିଧାନ ପାଇଁ କାହିଁକି ଆପତ୍ତି କରିବ?
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଜୀବିତ ମନୁଷ୍ୟ କାହିଁକି ଅସନ୍ତୋଷର କଥା କହେ, ଆପଣା ପାପର ଦଣ୍ଡ ସକାଶୁ ମନୁଷ୍ୟ କାହିଁକି ଅସନ୍ତୋଷର କଥା କହେ?
Odia IRV 2017 (ଓଡିଆ ବାଇବେଲ)
ଜୀବିତ ମନୁଷ୍ୟ କାହିଁକି ଅସନ୍ତୋଷର କଥା କହେ, ଆପଣା ପାପର ଦଣ୍ଡ ସକାଶୁ ମନୁଷ୍ୟ କାହିଁକି ଅସନ୍ତୋଷର କଥା କହେ?