Lamentations 3:4 — Compare Translations
5 translations compared side by side
Odia - 1840
"ମାରେମାଂସ ଓ ଚର୍ମକୁ ସେ ଶକ୍ତିହୀନ କରିଅଛନ୍ତି ଓ ସେ ମାରେ ଅସ୍ଥିସବୁ ଭାଙ୍ଗି ପକାଇ ଅଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ମୋହର ମାଂସ ଓ ମୋର ଚର୍ମ ଜୀର୍ଣ୍ଣ କରିଅଛନ୍ତି; ସେ ମୋହର ଅସ୍ଥିସବୁ ଭାଙ୍ଗି ପକାଇଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ମୋର ମାଂସ ଓ ଚର୍ମକୁ ସେ ଶକ୍ତିହୀନ କରିଅଛନ୍ତି ଓ ସେ ମୋର ଅସ୍ଥିସବୁ ଭାଙ୍ଗି ପକାଇ ଅଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ମୋହର ମାଂସ ଓ ମୋର ଚର୍ମ ଜୀର୍ଣ୍ଣ କରିଅଛନ୍ତି; ସେ ମୋହର ଅସ୍ଥିସବୁ ଭାଙ୍ଗି ପକାଇଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ସେ ମୋହର ମାଂସ ଓ ମୋର ଚର୍ମ ଜୀର୍ଣ୍ଣ କରିଅଛନ୍ତି; ସେ ମୋହର ଅସ୍ଥିସବୁ ଭାଙ୍ଗି ପକାଇ ଅଛନ୍ତି।