Lamentations 3:40 — Compare Translations
5 translations compared side by side
Odia - 1840
"ଆମ୍ଭମାନେେ ନିଜ ନିଜ ପଥ ଅନୁସନ୍ଧାନ ଓ ପରୀକ୍ଷା କରିବା ଓ ସଦାପ୍ରଭୁଙ୍କ ନିକଟକୁ ଫରେିବା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭେମାନେ ଆପଣା ଆପଣା ପଥ ଅନୁସନ୍ଧାନ ଓ ପରୀକ୍ଷା କରୁ, ପୁଣି ସଦାପ୍ରଭୁଙ୍କ ପ୍ରତି ଫେରୁ ।
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭେମାନେ ନିଜ ନିଜ ପଥ ଅନୁସନ୍ଧାନ ଓ ପରୀକ୍ଷା କରିବା ଓ ସଦାପ୍ରଭୁଙ୍କ ନିକଟକୁ ଫେରିବା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆମ୍ଭେମାନେ ଆପଣା ଆପଣା ପଥ ଅନୁସନ୍ଧାନ ଓ ପରୀକ୍ଷା କରୁ, ପୁଣି ସଦାପ୍ରଭୁଙ୍କ ପ୍ରତି ଫେରୁ।
Odia IRV 2017 (ଓଡିଆ ବାଇବେଲ)
ଆମ୍ଭେମାନେ ଆପଣା ଆପଣା ପଥ ଅନୁସନ୍ଧାନ ଓ ପରୀକ୍ଷା କରୁ, ପୁଣି ସଦାପ୍ରଭୁଙ୍କ ପ୍ରତି ଫେରୁ।