Lamentations 3:41 — Compare Translations

5 translations compared side by side

Odia - 1840
"ଆମ୍ଭମାନେେ ସ୍ବର୍ଗଧିନାଯକ ପରମେଶ୍ବରଙ୍କ ଆଡ଼େ ଆପଣା ହୃଦଯ ଏବଂ ହସ୍ତ ଉଠାଇବା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭେମାନେ ସ୍ଵର୍ଗ ନିବାସୀ ପରମେଶ୍ଵରଙ୍କ ଆଡ଼େ କୃତାଞ୍ଜଳିପୂର୍ବକ ଆପଣା ଆପଣା ହୃଦୟ ଉଠାଉ ।
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭେମାନେ ସ୍ୱର୍ଗାଧିନାୟକ ପରମେଶ୍ୱରଙ୍କ ଆଡ଼େ ଆପଣା ହୃଦୟ ଏବଂ ହସ୍ତ ଉଠାଇବା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆମ୍ଭେମାନେ ସ୍ୱର୍ଗ ନିବାସୀ ପରମେଶ୍ୱରଙ୍କ ଆଡ଼େ କୃତାଞ୍ଜଳିପୂର୍ବକ ଆପଣା ଆପଣା ହୃଦୟ ଉଠାଉ।
Odia IRV 2017 (ଓଡିଆ ବାଇବେଲ)
ଆମ୍ଭେମାନେ ସ୍ୱର୍ଗ ନିବାସୀ ପରମେଶ୍ୱରଙ୍କ ଆଡ଼େ କୃତାଞ୍ଜଳିପୂର୍ବକ ଆପଣା ଆପଣା ହୃଦୟ ଉଠାଉ।