Lamentations 3:42 — Compare Translations
5 translations compared side by side
Odia - 1840
"ଆଉ ଆସ କହିବା, ଆମ୍ଭମାନେେ ଆଜ୍ଞା ଲଙ୍ଘନ ଓ ବିଦ୍ରୋହାଚରଣ କରିଅଛୁ, ତୁମ୍ଭେ କ୍ଷମା କରିନାହଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭେମାନେ ଆଜ୍ଞାଲଙ୍ଘନ ଓ ବିଦ୍ରୋହାଚରଣ କରିଅଛୁ; ତୁମ୍ଭେ କ୍ଷମା କରି ନାହଁ ।
Odia Bible ERV 2004 (ପବିତ୍ର ବାଇବଲ)
ଆଉ ଆସ କହିବା, “ଆମ୍ଭେମାନେ ଆଜ୍ଞା ଲଙ୍ଘନ ଓ ବିଦ୍ରୋହାଚରଣ କରିଅଛୁ, ତୁମ୍ଭେ କ୍ଷମା କରି ନାହଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ଆମ୍ଭେମାନେ ଆଜ୍ଞାଲଙ୍ଘନ ଓ ବିଦ୍ରୋହାଚରଣ କରିଅଛୁ; ତୁମ୍ଭେ କ୍ଷମା କରି ନାହଁ।
Odia IRV 2017 (ଓଡିଆ ବାଇବେଲ)
ଆମ୍ଭେମାନେ ଆଜ୍ଞା-ଲଙ୍ଘନ ଓ ବିଦ୍ରୋହାଚରଣ କରିଅଛୁ; ତୁମ୍ଭେ କ୍ଷମା କରି ନାହଁ।