Lamentations 3:43 — Compare Translations

5 translations compared side by side

Odia - 1840
"ତୁମ୍ଭେ ନିଜେ କୋରଧ ରେ ଆଚ୍ଛାଦିତ ହାଇେଛ ଏବଂ ତୁମ୍ଭେ ଆମ୍ଭ ପଛ ରେ ଗୋଡ଼ାଇଛ ଏବଂ ତୁମ୍ଭେ ଆମ୍ଭକୁ ନିର୍ଦ୍ଦଯ ଭାବରେ ବଧ କରିଛ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ କ୍ରୋଧରେ ଆଚ୍ଛନ୍ନ ହୋଇ ଆମ୍ଭମାନଙ୍କ ପଛେ ପଛେ ଗୋଡ଼ାଇଅଛ; ତୁମ୍ଭେ ବଧ କରିଅଛ, ତୁମ୍ଭେ ଦୟା କରି ନାହଁ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ନିଜେ କ୍ରୋଧରେ ଆଚ୍ଛାଦିତ ହୋଇଛ ଏବଂ ତୁମ୍ଭେ ଆମ୍ଭ ପଛରେ ଗୋଡ଼ାଇଛ ଏବଂ ତୁମ୍ଭେ ଆମ୍ଭକୁ ନିର୍ଦ୍ଦୟ ଭାବରେ ବଧ କରିଛ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ କ୍ରୋଧରେ ଆଚ୍ଛନ୍ନ ହୋଇ ଆମ୍ଭମାନଙ୍କ ପଛେ ପଛେ ଗୋଡ଼ାଇଅଛ; ତୁମ୍ଭେ ବଧ କରିଅଛ, ତୁମ୍ଭେ ଦୟା କରି ନାହଁ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ କ୍ରୋଧରେ ଆଚ୍ଛନ୍ନ ହୋଇ ଆମ୍ଭମାନଙ୍କ ପଛେ ପଛେ ଗୋଡ଼ାଇଅଛ; ତୁମ୍ଭେ ବଧ କରିଅଛ, ତୁମ୍ଭେ ଦୟା କରି ନାହଁ।