Lamentations 3:44 — Compare Translations

5 translations compared side by side

Odia - 1840
"ଆମ୍ଭମାନଙ୍କର ପ୍ରାର୍ଥନା ଯେପରି ଭଦକରେି ତୁମ୍ଭ ନିକଟକୁ ୟାଇ ନ ପାରିବ, ସେଥିପାଇଁ ତୁମ୍ଭେ ନିଜକୁ ମେଘ ରେ ଆଚ୍ଛନ୍ନ କରିଅଛ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭମାନଙ୍କର ପ୍ରାର୍ଥନା ଯେପରି ଭେଦ କରି ଯାଇ ନ ପାରେ, ଏଥିପାଇଁ ତୁମ୍ଭେ ଆପଣାକୁ ମେଘରେ ଆଚ୍ଛନ୍ନ କରିଅଛ ।
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭମାନଙ୍କର ପ୍ରାର୍ଥନା ଯେପରି ଭେଦକରି ତୁମ୍ଭ ନିକଟକୁ ଯାଇ ନ ପାରିବ, ସେଥିପାଇଁ ତୁମ୍ଭେ ନିଜକୁ ମେଘରେ ଆଚ୍ଛନ୍ନ କରିଅଛ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆମ୍ଭମାନଙ୍କର ପ୍ରାର୍ଥନା ଯେପରି ଭେଦ କରି ଯାଇ ନ ପାରେ, ଏଥିପାଇଁ ତୁମ୍ଭେ ଆପଣାକୁ ମେଘରେ ଆଚ୍ଛନ୍ନ କରିଅଛ।
Odia IRV 2017 (ଓଡିଆ ବାଇବେଲ)
ଆମ୍ଭମାନଙ୍କର ପ୍ରାର୍ଥନା ଯେପରି ଭେଦ କରି ଯାଇ ନ ପାରେ, ଏଥିପାଇଁ ତୁମ୍ଭେ ଆପଣାକୁ ମେଘରେ ଆଚ୍ଛନ୍ନ କରିଅଛ।