Lamentations 3:46 — Compare Translations

5 translations compared side by side

Odia - 1840
"ଆମ୍ଭମାନଙ୍କର ଶତ୍ରୁମାନେ ଆମ୍ଭମାନଙ୍କୁ ଉପହାସ କରୁଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭମାନଙ୍କର ଶତ୍ରୁ ସମସ୍ତେ ଆମ୍ଭମାନଙ୍କ ବିରୁଦ୍ଧରେ ଆପଣା ଆପଣା ମୁଖ ଫର୍ଚ୍ଚା କରି ମେଲାଇ ଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭମାନଙ୍କର ଶତ୍ରୁମାନେ ଆମ୍ଭମାନଙ୍କୁ ଉପହାସ କରୁଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆମ୍ଭମାନଙ୍କର ଶତ୍ରୁ ସମସ୍ତେ ଆମ୍ଭମାନଙ୍କ ବିରୁଦ୍ଧରେ ଆପଣା ଆପଣା ମୁଖ ଫର୍ଚ୍ଚା କରି ମେଲାଇ ଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ଆମ୍ଭମାନଙ୍କର ଶତ୍ରୁ ସମସ୍ତେ ଆମ୍ଭମାନଙ୍କ ବିରୁଦ୍ଧରେ ଆପଣା ଆପଣା ମୁଖ ଫର୍ଚ୍ଚା କରି ମେଲାଇ ଅଛନ୍ତି।

Recommended Reading