Lamentations 3:5 — Compare Translations

5 translations compared side by side

Odia - 1840
"ସଦାପ୍ରଭୁ ମାରେ ଚତୁର୍ଦ୍ଦିଗ ରେ ତିକ୍ତତା ଓ କ୍ଲେଶ ଭରି ଦଇେଅଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ମୋତେ ଅବରୁଦ୍ଧ କରିଅଛନ୍ତି, ସେ ମୋତେ ବିଷବୃକ୍ଷ ଓ ଶ୍ରାନ୍ତିରେ ବେଷ୍ଟିତ କରିଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ମୋର ଚତୁର୍ଦ୍ଦିଗରେ ତିକ୍ତତା ଓ କ୍ଳେଶ ଭରି ଦେଇଅଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ମୋତେ ଅବରୁଦ୍ଧ କରିଅଛନ୍ତି, ସେ ମୋତେ ତିକ୍ତତା ଓ ଶ୍ରାନ୍ତିରେ ବେଷ୍ଟିତ କରିଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ସେ ମୋତେ ଅବରୁଦ୍ଧ କରିଅଛନ୍ତି, ସେ ମୋତେ ତିକ୍ତତା ଓ ଶ୍ରାନ୍ତିରେ ବେଷ୍ଟିତ କରିଅଛନ୍ତି।