Lamentations 3:51 — Compare Translations
5 translations compared side by side
Odia - 1840
"ମାରେ ସମସ୍ତ କନ୍ଯାଙ୍କର ଦୁର୍ଦ୍ଦଶା ଦେଖି ମାରେ ଚକ୍ଷୁ ମାରେ ପ୍ରାଣକୁ ଦୁଃଖ ଦିଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୋʼ ନଗରୀର ସକଳ କନ୍ୟାଙ୍କ ସକାଶୁ ମୋହର ଚକ୍ଷୁ ମୋʼ ପ୍ରାଣକୁ ଆର୍ଦ୍ର କରୁଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ମୋର ସମସ୍ତ କନ୍ୟାଙ୍କର ଦୁର୍ଦ୍ଦଶା ଦେଖି ମୋର ଚକ୍ଷୁ ମୋର ପ୍ରାଣକୁ ଦୁଃଖ ଦିଏ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୋʼ ନଗରୀର ସକଳ କନ୍ୟାଙ୍କ ସକାଶୁ ମୋହର ଚକ୍ଷୁ ମୋʼ ପ୍ରାଣକୁ ଦୁଃଖ ଆଣେ।
Odia IRV 2017 (ଓଡିଆ ବାଇବେଲ)
ମୋ’ ନଗରୀର ସକଳ କନ୍ୟାଙ୍କ ସକାଶୁ ମୋହର ଚକ୍ଷୁ ମୋ’ ପ୍ରାଣକୁ ଦୁଃଖ ଆଣେ।