Lamentations 3:52 — Compare Translations
5 translations compared side by side
Odia - 1840
"ବିନା କାରଣ ରେ ସମାନେେ ମାରେ ଶତ୍ରୁ ହାଇେଛନ୍ତି ଓ ପକ୍ଷୀ ପରି ମାେତେ ଶିକାର କରିଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ବିନା କାରଣରେ ଯେଉଁମାନେ ମୋହର ଶତ୍ରୁ, ସେମାନେ ମୋତେ ପକ୍ଷୀ ପରି ମୃଗୟା କରିଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ବିନା କାରଣରେ ସେମାନେ ମୋର ଶତ୍ରୁ ହୋଇଛନ୍ତି ଓ ପକ୍ଷୀ ପରି ମୋତେ ଶିକାର କରିଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ବିନା କାରଣରେ ଯେଉଁମାନେ ମୋହର ଶତ୍ରୁ, ସେମାନେ ମୋତେ ପକ୍ଷୀ ପରି ମୃଗୟା କରିଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ବିନା କାରଣରେ ଯେଉଁମାନେ ମୋହର ଶତ୍ରୁ, ସେମାନେ ମୋତେ ପକ୍ଷୀ ପରି ମୃଗୟା କରିଅଛନ୍ତି।