Lamentations 3:53 — Compare Translations
5 translations compared side by side
Odia - 1840
"ସମାନେେ ମାେତେ କୂପ ରେ ନିକ୍ଷପେ କରିଛନ୍ତି ଓ ମାେତେ ସଂହାର କରିବାକୁ ମାେ ଉପ ରେ ପ୍ରସ୍ତର ପକାଇ ଅଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ କୂପରେ ମୋର ପ୍ରାଣ ସଂହାର କରି ମୋʼ ଉପରେ ପ୍ରସ୍ତର ପକାଇଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ମୋତେ କୂପରେ ନିକ୍ଷେପ କରିଛନ୍ତି ଓ ମୋତେ ସଂହାର କରିବାକୁ ମୋ’ ଉପରେ ପ୍ରସ୍ତର ପକାଇ ଅଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ ଗର୍ତ୍ତରେ ମୋର ପ୍ରାଣ ସଂହାର କରି ମୋʼ ଉପରେ ପ୍ରସ୍ତର ପକାଇଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ସେମାନେ ଗର୍ତ୍ତରେ ମୋର ପ୍ରାଣ ସଂହାର କରି ମୋ’ ଉପରେ ପ୍ରସ୍ତର ପକାଇ ଅଛନ୍ତି।