Lamentations 3:57 — Compare Translations

5 translations compared side by side

Odia - 1840
"ଯେଉଁଦିନ ମୁଁ ତୁମ୍ଭ ଛାମୁ ରେ ପ୍ରାର୍ଥନା କଲି, ସଦେିନ ତୁମ୍ଭେ ନିକଟବର୍ତ୍ତୀ ହେଲ ଓ କହିଲ, ଭୟ କର ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେଉଁ ଦିନ ମୁଁ ତୁମ୍ଭ ଛାମୁରେ ପ୍ରାର୍ଥନା କଲି, ସେଦିନ ତୁମ୍ଭେ ନିକଟବର୍ତ୍ତୀ ହେଲନ୍ତ ତୁମ୍ଭେ କହିଲ, ଭୟ କର ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଯେଉଁ ଦିନ ମୁଁ ତୁମ୍ଭ ଛାମୁରେ ପ୍ରାର୍ଥନା କଲି, ସେଦିନ ତୁମ୍ଭେ ନିକଟବର୍ତ୍ତୀ ହେଲ ଓ କହିଲ, “ଭୟ କର ନାହିଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେଉଁ ଦିନ ମୁଁ ତୁମ୍ଭ ଛାମୁରେ ପ୍ରାର୍ଥନା କଲି, ସେଦିନ ତୁମ୍ଭେ ନିକଟବର୍ତ୍ତୀ ହେଲ; ତୁମ୍ଭେ କହିଲ, ଭୟ କର ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଯେଉଁ ଦିନ ମୁଁ ତୁମ୍ଭ ଛାମୁରେ ପ୍ରାର୍ଥନା କଲି, ସେଦିନ ତୁମ୍ଭେ ନିକଟବର୍ତ୍ତୀ ହେଲ; ତୁମ୍ଭେ କହିଲ, ଭୟ କର ନାହିଁ।