Lamentations 3:58 — Compare Translations

5 translations compared side by side

Odia - 1840
"ହେ ସଦାପ୍ରଭୁ, ତୁମ୍ଭେ ମାେ' ପ୍ରାଣର ସପକ୍ଷ ରେ ପ୍ରତିବାଦ କରିଅଛ, ତୁମ୍ଭେ ମାହେର ଜୀବନ ମୁକ୍ତ କରିଅଛ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ପ୍ରଭୁ, ତୁମ୍ଭେ ମୋʼ ପ୍ରାଣର ବିବାଦସକଳର ସପକ୍ଷରେ ପ୍ରତିବାଦ କରିଅଛ; ତୁମ୍ଭେ ମୋହର ଜୀବନ ମୁକ୍ତ କରିଅଛ ।
Odia Bible ERV 2004 (ପବିତ୍ର ବାଇବଲ)
ହେ ସଦାପ୍ରଭୁ, ତୁମ୍ଭେ ମୋ’ ପ୍ରାଣର ସପକ୍ଷରେ ପ୍ରତିବାଦ କରିଅଛ, ତୁମ୍ଭେ ମୋହର ଜୀବନ ମୁକ୍ତ କରିଅଛ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ପ୍ରଭୁ, ତୁମ୍ଭେ ମୋʼ ପ୍ରାଣର ବିବାଦସକଳର ସପକ୍ଷରେ ପ୍ରତିବାଦ କରିଅଛ; ତୁମ୍ଭେ ମୋହର ଜୀବନ ମୁକ୍ତ କରିଅଛ।
Odia IRV 2017 (ଓଡିଆ ବାଇବେଲ)
ହେ ପ୍ରଭୁ, ତୁମ୍ଭେ ମୋ’ ପ୍ରାଣର ବିବାଦସକଳର ସପକ୍ଷରେ ପ୍ରତିବାଦ କରିଅଛ; ତୁମ୍ଭେ ମୋହର ଜୀବନ ମୁକ୍ତ କରିଅଛ।