Lamentations 3:60 — Compare Translations
5 translations compared side by side
Odia - 1840
"ତୁମ୍ଭେ ମାରେ ଶତ୍ରୁମାନଙ୍କର ମାେ' ପ୍ରତି ହାଇେଥିବା ପ୍ରତି ଶାଧେ ଦେଖିଅଛ ଓ ମାେ ବିରୁଦ୍ଧ ରେ ହାଇେଥିବା ସଂକଳ୍ପ ଦେଖିଅଛ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ସେମାନଙ୍କର ପ୍ରତିଶୋଧ ଓ ମୋʼ ବିରୁଦ୍ଧରେ ସେମାନଙ୍କର କୃତ ସଙ୍କଳ୍ପସବୁ ଦେଖିଅଛ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ମୋର ଶତ୍ରୁମାନଙ୍କର ମୋ’ ପ୍ରତି ହୋଇଥିବା ପ୍ରତିଶୋଧ ଦେଖିଅଛ ଓ ମୋ’ ବିରୁଦ୍ଧରେ ହୋଇଥିବା ସଂକଳ୍ପ ଦେଖିଅଛ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ସେମାନଙ୍କର ପ୍ରତିଶୋଧ ଓ ମୋʼ ବିରୁଦ୍ଧରେ ସେମାନଙ୍କର କୃତ ସଂକଳ୍ପସବୁ ଦେଖିଅଛ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ସେମାନଙ୍କର ପ୍ରତିଶୋଧ ଓ ମୋ’ ବିରୁଦ୍ଧରେ ସେମାନଙ୍କର କୃତ ସଂକଳ୍ପସବୁ ଦେଖିଅଛ।