Lamentations 3:61 — Compare Translations
5 translations compared side by side
Odia - 1840
"ହେ ସଦାପ୍ରଭୁ, ମାେ' ପ୍ରତି ହାଇେଥିବା ତିରସ୍କାର ଓ ମାେ ବିରୁଦ୍ଧ ରେ ହାଇେଥିବା ସମାନଙ୍କେର ସଂକଳ୍ପ ତୁମ୍ଭେ ଶୁଣିଅଛ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ସଦାପ୍ରଭୁ, ତୁମ୍ଭେ ସେମାନଙ୍କ ତିରସ୍କାର ଓ ମୋʼ ବିରୁଦ୍ଧରେ ସେମାନଙ୍କର କୃତ ସଙ୍କଳ୍ପସବୁ ଶୁଣିଅଛ;
Odia Bible ERV 2004 (ପବିତ୍ର ବାଇବଲ)
ହେ ସଦାପ୍ରଭୁ, ମୋ’ ପ୍ରତି ହୋଇଥିବା ତିରସ୍କାର ଓ ମୋ’ ବିରୁଦ୍ଧରେ ହୋଇଥିବା ସେମାନଙ୍କର ସଂକଳ୍ପ ତୁମ୍ଭେ ଶୁଣିଅଛ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ସଦାପ୍ରଭୁ, ତୁମ୍ଭେ ସେମାନଙ୍କ ତିରସ୍କାର ଓ ମୋʼ ବିରୁଦ୍ଧରେ ସେମାନଙ୍କର କୃତ ସଂକଳ୍ପସବୁ ଶୁଣିଅଛ;
Odia IRV 2017 (ଓଡିଆ ବାଇବେଲ)
ହେ ସଦାପ୍ରଭୁ, ତୁମ୍ଭେ ସେମାନଙ୍କ ତିରସ୍କାର ଓ ମୋ’ ବିରୁଦ୍ଧରେ ସେମାନଙ୍କର କୃତ ସଂକଳ୍ପସବୁ ଶୁଣିଅଛ;