Lamentations 3:62 — Compare Translations
5 translations compared side by side
Odia - 1840
"ମାରେ ଶତ୍ରୁମାନେ ମାେ ବିରୁଦ୍ଧ ରେ ଦିନସାରା କଥାବାର୍ତ୍ତା ଓ ଚିନ୍ତାଧାରା ସବୁ କରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୋʼ ବିରୁଦ୍ଧରେ ଉଠିଲା ଲୋକମାନଙ୍କ ଓଷ୍ଠାଧରର କଥା ଓ ଦିନଯାକ ମୋʼ ବିରୁଦ୍ଧରେ ସେମାନଙ୍କ କଳ୍ପନାସବୁ ତୁମ୍ଭେ ଶୁଣିଅଛ ।
Odia Bible ERV 2004 (ପବିତ୍ର ବାଇବଲ)
ମୋର ଶତ୍ରୁମାନେ ମୋ’ ବିରୁଦ୍ଧରେ ଦିନସାରା କଥାବାର୍ତ୍ତା ଓ ଚିନ୍ତାଧାରା ସବୁ କରନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୋʼ ବିରୁଦ୍ଧରେ ଉଠିଲା ଲୋକମାନଙ୍କ ଓଷ୍ଠାଧରର କଥା ଓ ଦିନଯାକ ମୋʼ ବିରୁଦ୍ଧରେ ସେମାନଙ୍କ କଳ୍ପନାସବୁ ତୁମ୍ଭେ ଶୁଣିଅଛ।
Odia IRV 2017 (ଓଡିଆ ବାଇବେଲ)
ମୋ’ ବିରୁଦ୍ଧରେ ଉଠିଲା ଲୋକମାନଙ୍କ ଓଷ୍ଠାଧରର କଥା ଓ ଦିନଯାକ ମୋ’ ବିରୁଦ୍ଧରେ ସେମାନଙ୍କ କଳ୍ପନାସବୁ ତୁମ୍ଭେ ଶୁଣିଅଛ।