Lamentations 3:63 — Compare Translations

5 translations compared side by side

Odia - 1840
"ତୁମ୍ଭେ ସମାନଙ୍କେର ବସିବାର ଓ ଠିଆ ହବୋର ନିରୀକ୍ଷଣ କରିଛ। ଆଉ ଦେଖ, ସମାନେେ କିପରି ମାେତେ କରୁଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ସେମାନଙ୍କର ବସିବାର ଓ ଉଠିବାର ନିରୀକ୍ଷଣ କର; ମୁଁ ସେମାନଙ୍କର ଗାୟନ ସ୍ଵରୂପ ହୋଇଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ସେମାନଙ୍କର ବସିବାର ଓ ଠିଆ ହେବାର ନିରୀକ୍ଷଣ କରିଛ। ଆଉ ଦେଖ, ସେମାନେ କିପରି ମୋତେ କରୁଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ସେମାନଙ୍କର ବସିବାର ଓ ଉଠିବାର ନିରୀକ୍ଷଣ କର; ମୁଁ ସେମାନଙ୍କର ଗାୟନ ସ୍ୱରୂପ ହୋଇଅଛି।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ସେମାନଙ୍କର ବସିବାର ଓ ଉଠିବାର ନିରୀକ୍ଷଣ କର; ମୁଁ ସେମାନଙ୍କର ଗାୟନ ସ୍ୱରୂପ ହୋଇଅଛି।