Lamentations 3:64 — Compare Translations
5 translations compared side by side
Odia - 1840
"ହେ ସଦାପ୍ରଭୁ, ତୁମ୍ଭେ ସମାନଙ୍କେୁ ସମାନଙ୍କେର କର୍ମାନୁସା ରେ ପ୍ରତିଫଳ ଦିଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ସଦାପ୍ରଭୁ, ତୁମ୍ଭେ ସେମାନଙ୍କ ହସ୍ତକୃତ କର୍ମାନୁସାରେ ସେମାନଙ୍କୁ ପ୍ରତିଫଳ ଦେବ ।
Odia Bible ERV 2004 (ପବିତ୍ର ବାଇବଲ)
ହେ ସଦାପ୍ରଭୁ, ତୁମ୍ଭେ ସେମାନଙ୍କୁ ସେମାନଙ୍କର କର୍ମାନୁସାରେ ପ୍ରତିଫଳ ଦିଅ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ସଦାପ୍ରଭୁ, ତୁମ୍ଭେ ସେମାନଙ୍କ ହସ୍ତକୃତ କର୍ମାନୁସାରେ ସେମାନଙ୍କୁ ପ୍ରତିଫଳ ଦେବ।
Odia IRV 2017 (ଓଡିଆ ବାଇବେଲ)
ହେ ସଦାପ୍ରଭୁ, ତୁମ୍ଭେ ସେମାନଙ୍କ ହସ୍ତକୃତ କର୍ମାନୁସାରେ ସେମାନଙ୍କୁ ପ୍ରତିଫଳ ଦେବ।