Lamentations 3:66 — Compare Translations
5 translations compared side by side
Odia - 1840
"କୋର୍ଧ ରେ ସମାନଙ୍କେ ପେଛ ପେଛ ଗୋଡ଼ାଅ। ସଦାପ୍ରଭୁ ଆକାଶ ମଣ୍ଡଳର ତଳୁ ସମାନଙ୍କେୁ ଉଚ୍ଛିନ୍ନ କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ କ୍ରୋଧରେ ସେମାନଙ୍କ ପଛେ ପଛେ ଗୋଡ଼ାଇବ ଓ ସଦାପ୍ରଭୁଙ୍କ ଆକାଶମଣ୍ତଳର ତଳୁ ସେମାନଙ୍କୁ ଉଚ୍ଛିନ୍ନ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
କ୍ରୋଧରେ ସେମାନଙ୍କ ପଛେ ପଛେ ଗୋଡ଼ାଅ। ସଦାପ୍ରଭୁ ଆକାଶ ମଣ୍ଡଳର ତଳୁ ସେମାନଙ୍କୁ ଉଚ୍ଛିନ୍ନ କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ କ୍ରୋଧରେ ସେମାନଙ୍କ ପଛେ ପଛେ ଗୋଡ଼ାଇବ ଓ ସଦାପ୍ରଭୁଙ୍କ ଆକାଶମଣ୍ଡଳର ତଳୁ ସେମାନଙ୍କୁ ଉଚ୍ଛିନ୍ନ କରିବ।”
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ କ୍ରୋଧରେ ସେମାନଙ୍କ ପଛେ ପଛେ ଗୋଡ଼ାଇବ ଓ ସଦାପ୍ରଭୁଙ୍କ ଆକାଶମଣ୍ଡଳର ତଳୁ ସେମାନଙ୍କୁ ଉଚ୍ଛିନ୍ନ କରିବ।