Lamentations 4:1 — Compare Translations
5 translations compared side by side
Odia - 1840
"ଦେଖ, ସୁବର୍ଣ୍ଣ କିପରି ମଳିନ ହାଇେଅଛି। ଅତ୍ଯନ୍ତ ନିର୍ମଳ ସୁବର୍ଣ୍ଣ କିପରି ବିକୃତ ହାଇେଅଛି। ପବିତ୍ର ସ୍ଥାନର ରତ୍ନସବୁ ରାଜ ରାସ୍ତା ରେ ବିକ୍ଷିପ୍ତ ହାଇେ ପଡ଼ିଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହାୟ, ସୁବର୍ଣ୍ଣ କିପରି ମଳିନ ହୋଇଅଛି! ଅତ୍ୟ; ନିର୍ମଳ ସୁବର୍ଣ୍ଣ କିପରି ବିକୃତ ହୋଇଅଛିଣ! ପବିତ୍ର ସ୍ଥାନର ପ୍ରସ୍ତରସବୁ ପ୍ରତ୍ୟେକ ଦାଣ୍ତର ମୁଣ୍ତରେ ନିକ୍ଷିପ୍ତ ହୋଇଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ଯିରୁଶାଲମ ଉପରେ ଆକ୍ରମଣର ଆତଙ୍କ ଦେଖ, ସୁବର୍ଣ୍ଣ କିପରି ମଳିନ ହୋଇଅଛି। ଅତ୍ୟନ୍ତ ନିର୍ମଳ ସୁବର୍ଣ୍ଣ କିପରି ବିକୃତ ହୋଇଅଛି। ପବିତ୍ର ସ୍ଥାନର ରତ୍ନସବୁ ରାଜ ରାସ୍ତାରେ ବିକ୍ଷିପ୍ତ ହୋଇ ପଡ଼ିଅଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହାୟ, ସୁବର୍ଣ୍ଣ କିପରି ମଳିନ ହୋଇଅଛି! ଅତ୍ୟନ୍ତ ନିର୍ମଳ ସୁବର୍ଣ୍ଣ କିପରି ବିକୃତ ହୋଇଅଛି! ପବିତ୍ର ସ୍ଥାନର ପ୍ରସ୍ତରସବୁ ପ୍ରତ୍ୟେକ ଦାଣ୍ଡର ମୁଣ୍ଡରେ ନିକ୍ଷିପ୍ତ ହୋଇଅଛି।
Odia IRV 2017 (ଓଡିଆ ବାଇବେଲ)
ହାୟ, ସୁବର୍ଣ୍ଣ କିପରି ମଳିନ ହୋଇଅଛି! ଅତ୍ୟନ୍ତ ନିର୍ମଳ ସୁବର୍ଣ୍ଣ କିପରି ବିକୃତ ହୋଇଅଛି! ପବିତ୍ର ସ୍ଥାନର ପ୍ରସ୍ତରସବୁ ପ୍ରତ୍ୟେକ ଦାଣ୍ଡର ମୁଣ୍ଡରେ ନିକ୍ଷିପ୍ତ ହୋଇଅଛି।