Lamentations 4:10 — Compare Translations
5 translations compared side by side
Odia - 1840
"ସ୍ନହମେଯୀ ମାଆମାନେ ଆପଣା ପ୍ରିଯ ସନ୍ତାନମାନଙ୍କୁ ରାନ୍ଧିଲେ କାରଣ ସମାନେେ ତାଙ୍କର ଏକମାତ୍ର ଖାଦ୍ୟ ଥିଲେ। ଯେତବେେଳେ ଲୋକମାନଙ୍କ ବିନାଶର ସମୟ ଆସିଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସ୍ନେହବତୀ ସ୍ତ୍ରୀଗଣର ହସ୍ତ ଆପଣା ଆପଣା ପିଲାମାନଙ୍କୁ ରାନ୍ଧିଅଛି; ମୋʼ ଲୋକଙ୍କ କନ୍ୟାର ବିନାଶ ସମୟରେ ଶିଶୁମାନେ ସେମାନଙ୍କର ଆହାର ହେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସ୍ନେହମୟୀ ମାମାନେ ଆପଣା ପ୍ରିୟ ସନ୍ତାନମାନଙ୍କୁ ରାନ୍ଧିଲେ କାରଣ ସେମାନେ ତାଙ୍କର ଏକମାତ୍ର ଖାଦ୍ୟ ଥିଲେ। ଯେତେବେଳେ ଲୋକମାନଙ୍କ ବିନାଶର ସମୟ ଆସିଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସ୍ନେହବତୀ ସ୍ତ୍ରୀଗଣର ହସ୍ତ ଆପଣା ଆପଣା ପିଲାମାନଙ୍କୁ ରାନ୍ଧିଅଛି; ମୋʼ ଲୋକଙ୍କ କନ୍ୟାର ବିନାଶ ସମୟରେ ଶିଶୁମାନେ ସେମାନଙ୍କର ଆହାର ହେଲେ।
Odia IRV 2017 (ଓଡିଆ ବାଇବେଲ)
ସ୍ନେହବତୀ ସ୍ତ୍ରୀଗଣର ହସ୍ତ ଆପଣା ଆପଣା ପିଲାମାନଙ୍କୁ ରାନ୍ଧିଅଛି; ମୋ’ ଲୋକଙ୍କ କନ୍ୟାର ବିନାଶ ସମୟରେ ଶିଶୁମାନେ ସେମାନଙ୍କର ଆହାର ହେଲେ।