Lamentations 4:11 — Compare Translations

5 translations compared side by side

Odia - 1840
"ସଦାପ୍ରଭୁ ତାଙ୍କର ପ୍ରଚଣ୍ଡ କୋର୍ଧ ସିୟୋନ ଉପ ରେ ଢ଼ାଳି ଦେଲେ। ପୁଣି ସେ ସିୟୋନ ରେ ଯେଉଁ ଅଗ୍ନି ଲଗାଇଲେ, ତାହା ତାହାର ଭିତ୍ତିମୂଳକୁ ଗ୍ରାସ କଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁ ଆପଣା କୋପ ସଫଳ କରିଅଛନ୍ତି, ସେ ଆପଣା ପ୍ରଚଣ୍ତ କ୍ରୋଧ ଢାଳି ଦେଇଅଛନ୍ତି; ପୁଣି, ସେ ସିୟୋନରେ ଅଗ୍ନି ଜ୍ଵଳାଇ ଅଛନ୍ତି; ତାହା ତାହାର ଭିତ୍ତିମୂଳ ଗ୍ରାସ କରିଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ତାଙ୍କର ପ୍ରଚଣ୍ଡ କ୍ରୋଧ ସିୟୋନ ଉପରେ ଢାଳି ଦେଲେ। ପୁଣି ସେ ସିୟୋନରେ ଯେଉଁ ଅଗ୍ନି ଲଗାଇଲେ, ତାହା ତାହାର ଭିତ୍ତିମୂଳକୁ ଗ୍ରାସ କଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁ ଆପଣା କୋପ ସଫଳ କରିଅଛନ୍ତି, ସେ ଆପଣା ପ୍ରଚଣ୍ଡ କ୍ରୋଧ ଢାଳି ଦେଇଅଛନ୍ତି; ପୁଣି, ସେ ସିୟୋନରେ ଅଗ୍ନି ଜ୍ୱଳାଇ ଅଛନ୍ତି ତାହା ତାହାର ଭିତ୍ତିମୂଳ ଗ୍ରାସ କରିଅଛି।
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁ ଆପଣା କୋପ ସଫଳ କରିଅଛନ୍ତି, ସେ ଆପଣା ପ୍ରଚଣ୍ଡ କ୍ରୋଧ ଢାଳି ଦେଇଅଛନ୍ତି; ପୁଣି, ସେ ସିୟୋନରେ ଅଗ୍ନି ଜ୍ୱଳାଇ ଅଛନ୍ତି ତାହା ତାହାର ଭିତ୍ତିମୂଳ ଗ୍ରାସ କରିଅଛି।