Lamentations 4:12 — Compare Translations

5 translations compared side by side

Odia - 1840
"ବିପକ୍ଷ ଲୋକ ଓ ଶତ୍ରୁ ଯେ ୟିରୁଶାଲମର ଦ୍ବାର ସମୂହ ରେ ପ୍ରବେଶ କରିବ, ଏହା ପୃଥିବୀସ୍ଥ ରାଜଗଣ ଓ ଜଗତବାସୀ କହେି ବିଶ୍ବାସ କରି ନ ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ବିପକ୍ଷ ଲୋକ ଓ ଶତ୍ରୁ ଯେ ଯିରୂଶାଲମର ଦ୍ଵାରସମୂହରେ ପ୍ରବେଶ କରିବ, ଏହା ପୃଥିବୀସ୍ଥ ରାଜଗଣ କିଅବା ଜଗନ୍ନିବାସୀ ସମସ୍ତେ ବିଶ୍ଵାସ କଲେ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ବିପକ୍ଷ ଲୋକ ଓ ଶତ୍ରୁ ଯେ ଯିରୁଶାଲମର ଦ୍ୱାର ସମୂହରେ ପ୍ରବେଶ କରିବ, ଏହା ପୃଥିବୀସ୍ଥ ରାଜଗଣ ଓ ଜଗତବାସୀ କେହି ବିଶ୍ୱାସ କରି ନ ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ବିପକ୍ଷ ଲୋକ ଓ ଶତ୍ରୁ ଯେ ଯିରୂଶାଲମର ଦ୍ୱାରସମୂହରେ ପ୍ରବେଶ କରିବ, ଏହା ପୃଥିବୀସ୍ଥ ରାଜାଗଣ କିଅବା ଜଗନ୍ନିବାସୀ ସମସ୍ତେ ବିଶ୍ୱାସ କଲେ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ବିପକ୍ଷ ଲୋକ ଓ ଶତ୍ରୁ ଯେ ଯିରୂଶାଲମର ଦ୍ୱାର ସମୂହରେ ପ୍ରବେଶ କରିବ, ଏହା ପୃଥିବୀସ୍ଥ ରାଜାଗଣ କିଅବା ଜଗନ୍ନିବାସୀ ସମସ୍ତେ ବିଶ୍ୱାସ କଲେ ନାହିଁ।