Lamentations 4:13 — Compare Translations
5 translations compared side by side
Odia - 1840
"ଏହା ଘଟିଲା, କାରଣ ୟିରୁଶାଲମର ଯାଜକଗଣ ଓ ଭବିଷ୍ଯଦ୍ ବକ୍ତାଗଣ ପାପ କଲେ। ଏବଂ ସମାନେେ ତାଙ୍କ ସତ୍ ଲୋକମାନଙ୍କର ରକ୍ତପାତ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁ ମଧ୍ୟରେ ଯେଉଁମାନେ ଧାର୍ମିକଗଣର ରକ୍ତପାତ କରିଅଛନ୍ତି, ସେହି ଭବିଷ୍ୟଦ୍ବକ୍ତାଗଣର ପାପ ଓ ଯାଜକଗଣର ଅଧର୍ମ ସକାଶୁ ଏହା ହୋଇଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ଘଟିଲା, କାରଣ ଯିରୁଶାଲମର ଯାଜକଗଣ ଓ ଭବିଷ୍ୟଦ୍ବକ୍ତାଗଣ ପାପ କଲେ। ଏବଂ ସେମାନେ ତାଙ୍କ ସତ୍ ଲୋକମାନଙ୍କର ରକ୍ତପାତ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁ ମଧ୍ୟରେ ଯେଉଁମାନେ ଧାର୍ମିକଗଣର ରକ୍ତପାତ କରିଅଛନ୍ତି, ସେହି ଭବିଷ୍ୟଦ୍ବକ୍ତାଗଣର ପାପ ଓ ଯାଜକଗଣର ଅଧର୍ମ ସକାଶୁ ଏହା ହୋଇଅଛି।
Odia IRV 2017 (ଓଡିଆ ବାଇବେଲ)
ତହିଁ ମଧ୍ୟରେ ଯେଉଁମାନେ ଧାର୍ମିକଗଣର ରକ୍ତପାତ କରିଅଛନ୍ତି, ସେହି ଭବିଷ୍ୟଦ୍ବକ୍ତାଗଣର ପାପ ଓ ଯାଜକଗଣର ଅଧର୍ମ ସକାଶୁ ଏହା ହୋଇଅଛି।