Lamentations 4:14 — Compare Translations
5 translations compared side by side
Odia - 1840
"ସହେି ଯାଜକଗଣ ଓ ଭବିଷ୍ଯଦ୍ ବକ୍ତାଗଣ ଅନ୍ଧ ଲୋକପରି ରାସ୍ତା ରେ ବୁଲିଲେ, ସମାନେେ ରକ୍ତ ରେ ଅଶୁଚି ହାଇେଥିଲେ। ତେଣୁ କହେି ଲୋକ ତାଙ୍କର ବସ୍ତ୍ର ସ୍ପର୍ଶ କଲେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ ଅନ୍ଧ ଲୋକମାନଙ୍କ ପରି ଦାଣ୍ତରେ ଭ୍ରମଣ କରନ୍ତି, ସେମାନେ ରକ୍ତରେ ଅଶୁଚି ହୋଇଅଛନ୍ତି, ଏଣୁ ଲୋକେ ସେମାନଙ୍କର ବସ୍ତ୍ର ସ୍ପର୍ଶ କରି ନ ପାରନ୍ତି।
Odia Bible ERV 2004 (ପବିତ୍ର ବାଇବଲ)
ସେହି ଯାଜକଗଣ ଓ ଭବିଷ୍ୟଦ୍ବକ୍ତାଗଣ ଅନ୍ଧ ଲୋକପରି ରାସ୍ତାରେ ବୁଲିଲେ, ସେମାନେ ରକ୍ତରେ ଅଶୁଚି ହୋଇଥିଲେ। ତେଣୁ କେହି ଲୋକ ତାଙ୍କର ବସ୍ତ୍ର ସ୍ପର୍ଶ କଲେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ ଅନ୍ଧ ଲୋକମାନଙ୍କ ପରି ଦାଣ୍ଡରେ ଭ୍ରମଣ କରନ୍ତି, ସେମାନେ ରକ୍ତରେ ଅଶୁଚି ହୋଇଅଛନ୍ତି, ଏଣୁ ଲୋକେ ସେମାନଙ୍କର ବସ୍ତ୍ର ସ୍ପର୍ଶ କରି ନ ପାରନ୍ତି।
Odia IRV 2017 (ଓଡିଆ ବାଇବେଲ)
ସେମାନେ ଅନ୍ଧ ଲୋକମାନଙ୍କ ପରି ଦାଣ୍ଡରେ ଭ୍ରମଣ କରନ୍ତି, ସେମାନେ ରକ୍ତରେ ଅଶୁଚି ହୋଇଅଛନ୍ତି, ଏଣୁ ଲୋକେ ସେମାନଙ୍କର ବସ୍ତ୍ର ସ୍ପର୍ଶ କରି ନ ପାରନ୍ତି।