Lamentations 4:16 — Compare Translations

5 translations compared side by side

Odia - 1840
"ସଦାପ୍ରଭୁଙ୍କ କୋପ ରେ ସମାନେେ ବିନଷ୍ଟ ହାଇେଅଛନ୍ତି। ସଦାପ୍ରଭୁ ଆଉ ସମାନଙ୍କେ ପ୍ରତି ଦୃଷ୍ଟିପାତ କରିବେ ନାହିଁ। କାରଣ ସମାନେେ ଯାଜକମାନଙ୍କୁ ଆଦର କଲେ ନାହିଁ କି ଯିହୁଦାର ପ୍ରାଚୀନବର୍ଗଙ୍କୁ ଅନୁଗ୍ରହ କଲେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁଙ୍କ କ୍ରୋଧ ସେମାନଙ୍କୁ ଛିନ୍ନଭିନ୍ନ କରିଅଛି; ସେ ସେମାନଙ୍କ ପ୍ରତି ଆଉ ଦୃଷ୍ଟିପାତ କରିବେ ନାହିଁ; ସେମାନେ ଯାଜକମାନଙ୍କୁ ଆଦର କଲେ ନାହିଁ, ସେମାନେ ପ୍ରାଚୀନଗଣକୁ ଅନୁଗ୍ରହ କଲେ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁଙ୍କ କୋପରେ ସେମାନେ ବିନଷ୍ଟ ହୋଇଅଛନ୍ତି। ସଦାପ୍ରଭୁ ଆଉ ସେମାନଙ୍କ ପ୍ରତି ଦୃଷ୍ଟିପାତ କରିବେ ନାହିଁ। କାରଣ ସେମାନେ ଯାଜକମାନଙ୍କୁ ଆଦର କଲେ ନାହିଁ କି ଯିହୁଦାର ପ୍ରାଚୀନବର୍ଗଙ୍କୁ ଅନୁଗ୍ରହ କଲେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁଙ୍କ କ୍ରୋଧ ସେମାନଙ୍କୁ ଛିନ୍ନଭିନ୍ନ କରିଅଛି; ସେ ସେମାନଙ୍କ ପ୍ରତି ଆଉ ଦୃଷ୍ଟିପାତ କରିବେ ନାହିଁ; ସେମାନେ ଯାଜକମାନଙ୍କୁ ଆଦର କଲେ ନାହିଁ, ସେମାନେ ପ୍ରାଚୀନଗଣକୁ ଅନୁଗ୍ରହ କଲେ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁଙ୍କ କ୍ରୋଧ ସେମାନଙ୍କୁ ଛିନ୍ନଭିନ୍ନ କରିଅଛି; ସେ ସେମାନଙ୍କ ପ୍ରତି ଆଉ ଦୃଷ୍ଟିପାତ କରିବେ ନାହିଁ; ସେମାନେ ଯାଜକମାନଙ୍କୁ ଆଦର କଲେ ନାହିଁ, ସେମାନେ ପ୍ରାଚୀନଗଣକୁ ଅନୁଗ୍ରହ କଲେ ନାହିଁ।