Lamentations 4:18 — Compare Translations

5 translations compared side by side

Odia - 1840
"ଆମ୍ଭମାନଙ୍କ ଶତ୍ରୁମାନେ ଆମ୍ଭମାନଙ୍କୁ କବଳିତ କରିବା ପାଇଁ ଛକି ରହିଲେ। ତେଣୁ ଆମ୍ଭମାନେେ ରାସ୍ତା ରେ ଚାଲି ପାରିଲୁ ନାହିଁ। ଆମ୍ଭମାନଙ୍କ ଶଷେ ନିକଟ ଅଟେ। ଆମ୍ଭମାନଙ୍କର ଆଯୁ ଶଷେ ହାଇେଛି। ଆମ୍ଭମାନଙ୍କର ଶଷେକାଳ ଉପସ୍ଥିତ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ ଆମ୍ଭମାନଙ୍କର ପାଦବିକ୍ଷେପ ଛକି ରହିଅଛନ୍ତି, ଆମ୍ଭେମାନେ ଆପଣା ଦାଣ୍ତରେ ବୁଲି ନ ପାରୁ; ଆମ୍ଭମାନଙ୍କର ଶେଷ ନିକଟ, ଆମ୍ଭମାନଙ୍କର ଆୟୁ ସମ୍ପୂର୍ଣ୍ଣ ହେଲା; କାରଣ ଆମ୍ଭମାନଙ୍କର ଶେଷ କାଳ ଉପସ୍ଥିତ;
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭମାନଙ୍କ ଶତ୍ରୁମାନେ ଆମ୍ଭମାନଙ୍କୁ କବଳିତ କରିବା ପାଇଁ ଛକି ରହିଲେ। ତେଣୁ ଆମ୍ଭେମାନେ ରାସ୍ତାରେ ଗ୍ଭଲି ପାରିଲୁ ନାହିଁ। ଆମ୍ଭମାନଙ୍କ ଶେଷ ନିକଟ ଅଟେ। ଆମ୍ଭମାନଙ୍କର ଆୟୁ ଶେଷ ହୋଇଛି। ଆମ୍ଭମାନଙ୍କର ଶେଷକାଳ ଉପସ୍ଥିତ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ ଆମ୍ଭମାନଙ୍କର ପାଦବିକ୍ଷେପ ଛକି ରହିଅଛନ୍ତି, ଆମ୍ଭେମାନେ ଆପଣା ଦାଣ୍ଡରେ ବୁଲି ନ ପାରୁ; ଆମ୍ଭମାନଙ୍କର ଶେଷ ନିକଟ, ଆମ୍ଭମାନଙ୍କର ଆୟୁ ସମ୍ପୂର୍ଣ୍ଣ ହେଲା; କାରଣ ଆମ୍ଭମାନଙ୍କର ଶେଷ କାଳ ଉପସ୍ଥିତ;
Odia IRV 2017 (ଓଡିଆ ବାଇବେଲ)
ସେମାନେ ଆମ୍ଭମାନଙ୍କର ପାଦବିକ୍ଷେପ ଛକି ରହିଅଛନ୍ତି, ଆମ୍ଭେମାନେ ଆପଣା ଦାଣ୍ଡରେ ବୁଲି ନ ପାରୁ; ଆମ୍ଭମାନଙ୍କର ଶେଷ ନିକଟ, ଆମ୍ଭମାନଙ୍କର ଆୟୁ ସମ୍ପୂର୍ଣ୍ଣ ହେଲା; କାରଣ ଆମ୍ଭମାନଙ୍କର ଶେଷ କାଳ ଉପସ୍ଥିତ;