Lamentations 4:19 — Compare Translations

5 translations compared side by side

Odia - 1840
"ଆମ୍ଭମାନଙ୍କୁ ଗୋଡ଼ାଇଥିବା ଲୋକମାନେ ଆକାଶର ଉତ୍କ୍ରୋଶ ପକ୍ଷୀଠାରୁ ଅଧିକ ବଗଗୋମୀ। ସମାନେେ ଆମ୍ଭମାନଙ୍କୁ ପର୍ବତ ରେ ଗୋଡ଼ାଇଲେ ଓ ଆମ୍ଭମାନଙ୍କୁ ଧରିବା ପାଇଁ ପ୍ରାନ୍ତର ରେ ଲୁଚି ରହିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭମାନଙ୍କୁ ଗୋଡ଼ାଇବା ଲୋକମାନେ ଆକାଶର ଉତ୍କ୍ରୋଶ ପକ୍ଷୀ ଅପେକ୍ଷା ବେଗଗାମୀ; ସେମାନେ ପର୍ବତରେ ଆମ୍ଭମାନଙ୍କୁ ଗୋଡ଼ାଇଲେ, ସେମାନେ ଆମ୍ଭମାନଙ୍କୁ ଧରିବା ପାଇଁ ପ୍ରାନ୍ତରରେ ଛକି ବସିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭମାନଙ୍କୁ ଗୋଡ଼ାଇଥିବା ଲୋକମାନେ ଆକାଶର ଉତ୍କ୍ରୋଶପକ୍ଷୀଠାରୁ ଅଧିକ ବେଗଗାମୀ। ସେମାନେ ଆମ୍ଭମାନଙ୍କୁ ପର୍ବତରେ ଗୋଡ଼ାଇଲେ ଓ ଆମ୍ଭମାନଙ୍କୁ ଧରିବା ପାଇଁ ପ୍ରାନ୍ତରରେ ଲୁଚି ରହିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆମ୍ଭମାନଙ୍କୁ ଗୋଡ଼ାଇବା ଲୋକମାନେ ଆକାଶର ଉତ୍କ୍ରୋଶ ପକ୍ଷୀ ଅପେକ୍ଷା ବେଗଗାମୀ; ସେମାନେ ପର୍ବତରେ ଆମ୍ଭମାନଙ୍କୁ ଗୋଡ଼ାଇଲେ, ସେମାନେ ଆମ୍ଭମାନଙ୍କୁ ଧରିବା ପାଇଁ ପ୍ରାନ୍ତରରେ ଛକି ବସିଲେ।
Odia IRV 2017 (ଓଡିଆ ବାଇବେଲ)
ଆମ୍ଭମାନଙ୍କୁ ଗୋଡ଼ାଇବା ଲୋକମାନେ ଆକାଶର ଉତ୍କ୍ରୋଶ ପକ୍ଷୀ ଅପେକ୍ଷା ବେଗଗାମୀ; ସେମାନେ ପର୍ବତରେ ଆମ୍ଭମାନଙ୍କୁ ଗୋଡ଼ାଇଲେ, ସେମାନେ ଆମ୍ଭମାନଙ୍କୁ ଧରିବା ପାଇଁ ପ୍ରାନ୍ତରରେ ଛକି ବସିଲେ।