Lamentations 4:2 — Compare Translations

5 translations compared side by side

Odia - 1840
"ଶୁଦ୍ଧ ସୁବର୍ଣ୍ଣ ତୁଲ୍ଯ ସିୟୋନର ସନ୍ତାନଗଣ ଥିଲେ। ମାତ୍ର ଶତ୍ରୁମାନେ ସମାନଙ୍କେୁ କୁମ୍ଭକାରର ହସ୍ତକୃତ ମାଟି କଳସ ତୁଲ୍ଯ ଗଣନା କରିଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହାୟ! ନିର୍ମଳ ସୁବର୍ଣ୍ଣ ତୁଲ୍ୟ ଯେ ସିୟୋନର ସନ୍ତାନଗଣ, ସେମାନେ କିପରି କୁମ୍ଭାର⇧ ହସ୍ତକୃତ ମୃତ୍ତିକାର କଳସ ତୁଲ୍ୟ ଗଣିତ ହୋଇଅଛନ୍ତି!
Odia Bible ERV 2004 (ପବିତ୍ର ବାଇବଲ)
ଶୁଦ୍ଧ ସୁବର୍ଣ୍ଣ ତୁଲ୍ୟ ସିୟୋନର ସନ୍ତାନଗଣ ଥିଲେ। ମାତ୍ର ଶତ୍ରୁମାନେ ସେମାନଙ୍କୁ କୁମ୍ଭକାରର ହସ୍ତକୃତ ମାଟି କଳସ ତୁଲ୍ୟ ଗଣନା କରିଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହାୟ! ନିର୍ମଳ ସୁବର୍ଣ୍ଣ ତୁଲ୍ୟ ଯେ ସିୟୋନର ସନ୍ତାନଗଣ, ସେମାନେ କିପରି କୁମ୍ଭାରର ହସ୍ତକୃତ ମୃତ୍ତିକାର କଳସ ତୁଲ୍ୟ ଗଣିତ ହୋଇଅଛନ୍ତି!
Odia IRV 2017 (ଓଡିଆ ବାଇବେଲ)
ହାୟ! ନିର୍ମଳ ସୁବର୍ଣ୍ଣ ତୁଲ୍ୟ ଯେ ସିୟୋନର ସନ୍ତାନଗଣ, ସେମାନେ କିପରି କୁମ୍ଭାରର ହସ୍ତକୃତ ମୃତ୍ତିକାର କଳସ ତୁଲ୍ୟ ଗଣିତ ହୋଇଅଛନ୍ତି!