Lamentations 4:20 — Compare Translations
5 translations compared side by side
Odia - 1840
"ରାଜା ଆମ୍ଭମାନଙ୍କ ପାଇଁ ମୁଖ୍ଯ ଥିଲେ ଓ ସେ ଆମ୍ଭର ନାସାର ନିଃଶ୍ବାସସ୍ବରୂପ ଥିଲେ। ଆମ୍ଭମାନେେ କହୁଥିଲୁ, ତାଙ୍କର ଛାଯାତଳେ ଆମ୍ଭମାନେେ ବଞ୍ଚିବା ଓ ସେ ଗୋଷ୍ଠୀଯମାନଙ୍କଠାରୁ ଆମ୍ଭମାନଙ୍କୁ ରକ୍ଷା କରିବେ। ମାତ୍ର ସଦାପ୍ରଭୁଙ୍କ ସହେି ଅଭିଷିକ୍ତ ଲୋକ ସମାନଙ୍କେ ଦ୍ବାରା ଗର୍ତ୍ତ ରେ ଧରାଗଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭେମାନେ ଗୋଷ୍ଠୀଗଣ ମଧ୍ୟରେ ତାହାର ଛାୟା ତଳେ ବଞ୍ଚିବା ବୋଲି ଯାହାର ବିଷୟରେ କହିଲୁ, ଆମ୍ଭମାନଙ୍କ ନାସାର ନିଃଶ୍ଵାସସ୍ଵରୂପ, ସଦାପ୍ରଭୁଙ୍କର ସେହି ଅଭିଷିକ୍ତ ଲୋକ ସେମାନଙ୍କ ଗର୍ତ୍ତରେ ଧରାଗଲା ।
Odia Bible ERV 2004 (ପବିତ୍ର ବାଇବଲ)
ରାଜା ଆମ୍ଭମାନଙ୍କ ପାଇଁ ମୁଖ୍ୟ ଥିଲେ ଓ ସେ ଆମ୍ଭର ନାସାର ନିଃଶ୍ୱାସସ୍ୱରୂପ ଥିଲେ। ଆମ୍ଭେମାନେ କହୁଥିଲୁ, “ତାଙ୍କର ଛାୟାତଳେ ଆମ୍ଭେମାନେ ବଞ୍ଚିବା ଓ ସେ ଗୋଷ୍ଠୀୟମାନଙ୍କଠାରୁ ଆମ୍ଭମାନଙ୍କୁ ରକ୍ଷା କରିବେ।” ମାତ୍ର ସଦାପ୍ରଭୁଙ୍କ ସେହି ଅଭିଷିକ୍ତ ଲୋକ ସେମାନଙ୍କ ଦ୍ୱାରା ଗର୍ତ୍ତରେ ଧରାଗଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆମ୍ଭେମାନେ ଗୋଷ୍ଠୀଗଣ ମଧ୍ୟରେ ତାହାର ଛାୟା ତଳେ ବଞ୍ଚିବା ବୋଲି ଯାହାର ବିଷୟରେ କହିଲୁ, ଆମ୍ଭମାନଙ୍କ ନାସାର ନିଃଶ୍ୱାସ ସ୍ୱରୂପ, ସଦାପ୍ରଭୁଙ୍କର ସେହି ଅଭିଷିକ୍ତ ଲୋକ ସେମାନଙ୍କ ଗର୍ତ୍ତରେ ଧରାଗଲା।
Odia IRV 2017 (ଓଡିଆ ବାଇବେଲ)
ଆମ୍ଭେମାନେ ଗୋଷ୍ଠୀଗଣ ମଧ୍ୟରେ ତାହାର ଛାୟା ତଳେ ବଞ୍ଚିବା ବୋଲି ଯାହାର ବିଷୟରେ କହିଲୁ, ଆମ୍ଭମାନଙ୍କ ନାସାର ନିଃଶ୍ୱାସ ସ୍ୱରୂପ, ସଦାପ୍ରଭୁଙ୍କର ସେହି ଅଭିଷିକ୍ତ ଲୋକ ସେମାନଙ୍କ ଗର୍ତ୍ତରେ ଧରାଗଲା।