Lamentations 4:21 — Compare Translations
5 translations compared side by side
Odia - 1840
"ହେ ଇଦୋମର କନ୍ଯ ଓ ଉଷ ଦେଶ ନିବାସିନୀ, ତୁମ୍ଭମାନେେ ଆନନ୍ଦ କର ଓ ପୁଲକିତା ହୁଅ। ସଦାପ୍ରଭୁଙ୍କର ସହେି କୋରଧରୂପକ ପାନପାତ୍ର ତୁମ୍ଭମାନଙ୍କ ନିକଟକୁ ୟିବ। ତୁମ୍ଭମାନେେ ତାହା ପାନ କରି ମତ୍ତ ହବେ ଓ ଉଲଗ୍ନା ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ଉଷ ଦେଶ ନିବାସିନୀ ଇଦୋମର କନ୍ୟେ, ତୁମ୍ଭେ ଆନନ୍ଦ କର ଓ ପୁଲକିତା ହୁଅ; ସେହି ପାନପାତ୍ର ତୁମ୍ଭ ନିକଟକୁ ହିଁ ଯିବ; ତୁମ୍ଭେ ମତ୍ତା ହେବ ଓ ଆପଣାକୁ ଉଲଙ୍ଗିନୀ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ହେ ଇଦୋମର କନ୍ୟା ଓ ଉଷ ଦେଶ ନିବାସିନୀ, ତୁମ୍ଭେମାନେ ଆନନ୍ଦ କର ଓ ପୁଲକିତା ହୁଅ। ସଦାପ୍ରଭୁଙ୍କର ସେହି କ୍ରୋଧରୂପକ ପାନପାତ୍ର ତୁମ୍ଭମାନଙ୍କ ନିକଟକୁ ଯିବ। ତୁମ୍ଭେମାନେ ତାହା ପାନ କରି ମତ୍ତ ହେବ ଓ ଉଲଗ୍ନା ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ଊଷ ଦେଶ ନିବାସିନୀ ଇଦୋମର କନ୍ୟେ, ତୁମ୍ଭେ ଆନନ୍ଦ କର ଓ ପୁଲକିତା ହୁଅ; ସେହି ପାନପାତ୍ର ତୁମ୍ଭ ନିକଟକୁ ହିଁ ଯିବ; ତୁମ୍ଭେ ମତ୍ତା ହେବ ଓ ଆପଣାକୁ ଉଲଙ୍ଗିନୀ କରିବ।
Odia IRV 2017 (ଓଡିଆ ବାଇବେଲ)
ହେ ଊଷ୍ ଦେଶ ନିବାସିନୀ ଇଦୋମର କନ୍ୟେ, ତୁମ୍ଭେ ଆନନ୍ଦ କର ଓ ପୁଲକିତା ହୁଅ; ସେହି ପାନପାତ୍ର ତୁମ୍ଭ ନିକଟକୁ ହିଁ ଯିବ; ତୁମ୍ଭେ ମତ୍ତା ହେବ ଓ ଆପଣାକୁ ଉଲଙ୍ଗିନୀ କରିବ।