Lamentations 4:22 — Compare Translations

5 translations compared side by side

Odia - 1840
"ହେ ସିଯୋନର କନ୍ଯ, ତୁମ୍ଭ ଅଧର୍ମର ଦଣ୍ଡ ଶଷେ ହାଇେଛି। ତୁମ୍ଭମାନେେ ଆଉ ବନ୍ଦୀତ୍ବ ସ୍ଥାନକୁ ୟିବ ନାହିଁ। ହେ ଇଦୋମର କନ୍ଯ, ସଦାପ୍ରଭୁ ତୁମ୍ଭ ଅଧର୍ମର ଫଳ ଦବେେ। ସେ ତୁମ୍ଭର ପାପସବୁ ଖାଲିେ ଦବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ସିୟୋନର କନ୍ୟେ, ତୁମ୍ଭ ଅଧର୍ମର ଦଣ୍ତ ସମ୍ପୂର୍ଣ୍ଣ ହୋଇଅଛି; ସେ ତୁମ୍ଭକୁ ବନ୍ଦୀତ୍ଵ ସ୍ଥାନକୁ ଆଉ ନେଇ ଯିବେ ନାହିଁ; ହେ ଇଦୋମର କନ୍ୟେ, ସେ ତୁମ୍ଭ ଅଧର୍ମର ପ୍ରତିଫଳ ଦେବେ;ସେ ତୁମ୍ଭର ପାପସବୁ ଅନାବୃତ୍ତ କରିବେ ।
Odia Bible ERV 2004 (ପବିତ୍ର ବାଇବଲ)
ହେ ସିୟୋନର କନ୍ୟା, ତୁମ୍ଭ ଅଧର୍ମର ଦଣ୍ଡ ଶେଷ ହୋଇଛି। ତୁମ୍ଭେମାନେ ଆଉ ବନ୍ଦୀତ୍ୱ ସ୍ଥାନକୁ ଯିବ ନାହିଁ। ହେ ଇଦୋମର କନ୍ୟା, ସଦାପ୍ରଭୁ ତୁମ୍ଭ ଅଧର୍ମର ଫଳ ଦେବେ। ସେ ତୁମ୍ଭର ପାପସବୁ ଖୋଲି ଦେବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ସିୟୋନର କନ୍ୟେ, ତୁମ୍ଭ ଅଧର୍ମର ଦଣ୍ଡ ସମ୍ପୂର୍ଣ୍ଣ ହୋଇଅଛି; ସେ ତୁମ୍ଭକୁ ବନ୍ଦୀତ୍ୱ ସ୍ଥାନକୁ ଆଉ ନେଇଯିବେ ନାହିଁ; ହେ ଇଦୋମର କନ୍ୟେ, ସେ ତୁମ୍ଭ ଅଧର୍ମର ପ୍ରତିଫଳ ଦେବେ; ସେ ତୁମ୍ଭର ପାପସବୁ ଅନାବୃତ କରିବେ।
Odia IRV 2017 (ଓଡିଆ ବାଇବେଲ)
ହେ ସିୟୋନର କନ୍ୟେ, ତୁମ୍ଭ ଅଧର୍ମର ଦଣ୍ଡ ସମ୍ପୂର୍ଣ୍ଣ ହୋଇଅଛି; ସେ ତୁମ୍ଭକୁ ବନ୍ଦୀତ୍ୱ ସ୍ଥାନକୁ ଆଉ ନେଇ ଯିବେ ନାହିଁ; ହେ ଇଦୋମର କନ୍ୟେ, ସେ ତୁମ୍ଭ ଅଧର୍ମର ପ୍ରତିଫଳ ଦେବେ; ସେ ତୁମ୍ଭର ପାପସବୁ ଅନାବୃତ କରିବେ।