Lamentations 4:3 — Compare Translations
5 translations compared side by side
Odia - 1840
"ଏପରିକି ଶୃଗାଳମାନେ ନିଜ ନିଜ ଛୁଆମାନଙ୍କୁ ସ୍ତନ୍ଯପାନ କରାନ୍ତି। ମାତ୍ର ୟିରୁଶାଲମ କନ୍ଯା ମରୁଭୂମିର ଓଟପକ୍ଷୀ ପରି ନିଷ୍ଠୁର ହାଇେଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଶୃଗାଳମାନେ ହିଁ ସ୍ତନ ଦିଅନ୍ତି, ସେମାନେ ଆପଣା ଆପଣା ଛୁଆମାନଙ୍କୁ ଦୁଗ୍ଧପାନ କରାନ୍ତି; ମୋʼ ଲୋକଙ୍କର କନ୍ୟା ପ୍ରାନ୍ତରସ୍ଥ ଉଷ୍ଟ୍ରପକ୍ଷୀ ପରି ନିଷ୍ଠୁରା ହୋଇଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ଏପରିକି ଶୃଗାଳମାନେ ନିଜ ନିଜ ଛୁଆମାନଙ୍କୁ ସ୍ତନ୍ୟପାନ କରାନ୍ତି। ମାତ୍ର ଯିରୁଶାଲମ କନ୍ୟା ମରୁଭୂମିର ଓଟପକ୍ଷୀ ପରି ନିଷ୍ଠୁର ହୋଇଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଶୃଗାଳମାନେ ହିଁ ସ୍ତନ ଦିଅନ୍ତି, ସେମାନେ ଆପଣା ଆପଣା ଛୁଆମାନଙ୍କୁ ଦୁଗ୍ଧ ପାନ କରାନ୍ତି; ମୋʼ ଲୋକଙ୍କର କନ୍ୟା ପ୍ରାନ୍ତରସ୍ଥ ଉଷ୍ଟ୍ରପକ୍ଷୀ ପରି ନିଷ୍ଠୁରା ହୋଇଅଛି।
Odia IRV 2017 (ଓଡିଆ ବାଇବେଲ)
ଶୃଗାଳମାନେ ହିଁ ସ୍ତନ ଦିଅନ୍ତି, ସେମାନେ ଆପଣା ଆପଣା ଛୁଆମାନଙ୍କୁ ଦୁଗ୍ଧପାନ କରାନ୍ତି; ମୋ’ ଲୋକଙ୍କର କନ୍ୟା ପ୍ରାନ୍ତରସ୍ଥ ଉଷ୍ଟ୍ରପକ୍ଷୀ ପରି ନିଷ୍ଠୁରା ହୋଇଅଛି।