Lamentations 4:4 — Compare Translations
5 translations compared side by side
Odia - 1840
"ତୃଷା ହତେୁ, ସ୍ତନ୍ଯପାଯୀ ଶିଶୁର ଜିହ୍ବା ତାଳୁ ରେ ଲାଗି ଯାଉଛି। ପିଲାମାନେ ରୋଟୀ ମାଗନ୍ତି, ମାତ୍ର କହେି ସମାନଙ୍କେୁ ରୋଟୀ ଦିଅନ୍ତି ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୃଷା ହେତୁରୁ ସ୍ତନ୍ୟପାୟୀ ଶିଶୁର ଜିହ୍ଵା ତାଳୁରେ ଲାଗି ଯାଉଅଛି; ବାଳକ ବାଳିକାମାନେ ରୁଟୀ ମାଗନ୍ତି ଓ କେହି ସେମାନଙ୍କୁ ତାହା ଭାଙ୍ଗି ଦିଏ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ତୃଷା ହେତୁ, ସ୍ତନ୍ୟପାୟୀ ଶିଶୁର ଜିହ୍ୱା ତାଳୁରେ ଲାଗି ଯାଉଛି। ପିଲାମାନେ ରୋଟୀ ମାଗନ୍ତି, ମାତ୍ର କେହି ସେମାନଙ୍କୁ ରୋଟୀ ଦିଅନ୍ତି ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୃଷା ହେତୁରୁ ସ୍ତନ୍ୟପାୟୀ ଶିଶୁର ଜିହ୍ୱା ତାଳୁରେ ଲାଗି ଯାଉଅଛି; ବାଳକ ବାଳିକାମାନେ ରୁଟି ମାଗନ୍ତି ଓ କେହି ସେମାନଙ୍କୁ ତାହା ଭାଙ୍ଗି ଦିଏ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ତୃଷା ହେତୁରୁ ସ୍ତନ୍ୟପାୟୀ ଶିଶୁର ଜିହ୍ୱା ତାଳୁରେ ଲାଗି ଯାଉଅଛି; ବାଳକ ବାଳିକାମାନେ ରୁଟି ମାଗନ୍ତି ଓ କେହି ସେମାନଙ୍କୁ ତାହା ଭାଙ୍ଗି ଦିଏ ନାହିଁ।