Lamentations 4:5 — Compare Translations
5 translations compared side by side
Odia - 1840
"ଯେଉଁମାନେ ସୁଖାଦ୍ୟ ଭୋଜନ କରୁଥିଲେ, ସମାନେେ ବର୍ତ୍ତମାନ ରାସ୍ତା ରେ ଅନାଥ ହାଇେଛନ୍ତି। ଯେଉଁମାନେ ସିନ୍ଦୂରବର୍ଣ୍ଣ ବସ୍ତ୍ର ପିନ୍ଧି ପ୍ରତିପାଳିତ ହାଇେଥିଲେ। ସମାନେେ ଖତରାଶି ଅବଲମ୍ବନ କରୁଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେଉଁମାନେ ସୁଖାଦ୍ୟ ଭୋଜନ କଲେ, ସେମାନେ ଦାଣ୍ତରେ ଅନାଥ ହୋଇଅଛନ୍ତି; ଯେଉଁମାନେ ସିନ୍ଦୂରବର୍ଣ୍ଣ ବସ୍ତ୍ର ପିନ୍ଧି ପ୍ରତିପାଳିତ ହେଲେ, ସେମାନେ ଖତରାଶି ଅବଲମ୍ଵନ କରନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ଯେଉଁମାନେ ସୁଖାଦ୍ୟ ଭୋଜନ କରୁଥିଲେ, ସେମାନେ ବର୍ତ୍ତମାନ ରାସ୍ତାରେ ଅନାଥ ହୋଇଛନ୍ତି। ଯେଉଁମାନେ ସିନ୍ଦୂରବର୍ଣ୍ଣ ବସ୍ତ୍ର ପିନ୍ଧି ପ୍ରତିପାଳିତ ହୋଇଥିଲେ। ସେମାନେ ଖତରାଶି ଅବଲମ୍ବନ କରୁଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେଉଁମାନେ ସୁଖାଦ୍ୟ ଭୋଜନ କଲେ, ସେମାନେ ଦାଣ୍ଡରେ ଅନାଥ ହୋଇଅଛନ୍ତି; ଯେଉଁମାନେ ସିନ୍ଦୂର ବର୍ଣ୍ଣ ବସ୍ତ୍ର ପିନ୍ଧି ପ୍ରତିପାଳିତ ହେଲେ, ସେମାନେ ଖତରାଶି ଅବଲମ୍ବନ କରନ୍ତି।
Odia IRV 2017 (ଓଡିଆ ବାଇବେଲ)
ଯେଉଁମାନେ ସୁଖାଦ୍ୟ ଭୋଜନ କଲେ, ସେମାନେ ଦାଣ୍ଡରେ ଅନାଥ ହୋଇଅଛନ୍ତି; ଯେଉଁମାନେ ସିନ୍ଦୂରବର୍ଣ୍ଣ ବସ୍ତ୍ର ପିନ୍ଧି ପ୍ରତିପାଳିତ ହେଲେ, ସେମାନେ ଖତରାଶି ଅବଲମ୍ବନ କରନ୍ତି।