Lamentations 4:6 — Compare Translations
5 translations compared side by side
Odia - 1840
"ୟିରୁଶାଲମ କନ୍ଯାମାନଙ୍କର ପାପ ସଦୋମ ଓ ଗୋ ମାରଠାରୁେ ଅଧିକ। ସଦୋମ ନିମିଷକ ମଧିଅରେ ଧ୍ବଂସପ୍ରାପ୍ତ ହେଲା ଓ କହେି ବ୍ଯକ୍ତି ତାକୁ ଆକ୍ରମଣ କରି ନ ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ଯେ ଏକ ନିମିଷ ମଧ୍ୟରେ ଉତ୍ପାଟିତ ହେଲା ଓ ଯାହାକୁ କାହାରି ହସ୍ତ ଆକ୍ରମଣ ନ କଲା, ଏପରି ଯେ ସଦୋମ, ତାହାର ପାପ ଅପେକ୍ଷା ମୋʼ ଲୋକଙ୍କ କନ୍ୟାର ଅଧର୍ମ ଅଧିକ ଅଟେ ।
Odia Bible ERV 2004 (ପବିତ୍ର ବାଇବଲ)
ଯିରୁଶାଲମ କନ୍ୟାମାନଙ୍କର ପାପ ସଦୋମ ଓ ଗୋମୋରଠାରୁ ଅଧିକ। ସଦୋମ ନିମିଷକ ମଧ୍ୟରେ ଧ୍ୱଂସପ୍ରାପ୍ତ ହେଲା ଓ କେହି ବ୍ୟକ୍ତି ତାକୁ ଆକ୍ରମଣ କରି ନ ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ଯେ ଏକ ନିମିଷ ମଧ୍ୟରେ ଉତ୍ପାଟିତ ହେଲା ଓ ଯାହାକୁ କାହାରି ହସ୍ତ ଆକ୍ରମଣ ନ କଲା, ଏପରି ଯେ ସଦୋମ, ତାହାର ପାପ ଅପେକ୍ଷା ମୋʼ ଲୋକଙ୍କ କନ୍ୟାର ଅଧର୍ମ ଅଧିକ ଅଟେ।
Odia IRV 2017 (ଓଡିଆ ବାଇବେଲ)
କାରଣ ଯେ ଏକ ନିମିଷ ମଧ୍ୟରେ ଉତ୍ପାଟିତ ହେଲା ଓ ଯାହାକୁ କାହାରି ହସ୍ତ ଆକ୍ରମଣ ନ କଲା, ଏପରି ଯେ ସଦୋମ, ତାହାର ପାପ ଅପେକ୍ଷା ମୋ’ ଲୋକଙ୍କ କନ୍ୟାର ଅଧର୍ମ ଅଧିକ ଅଟେ।