Lamentations 4:7 — Compare Translations
5 translations compared side by side
Odia - 1840
"ଯିହୁଦାର କେତକେ ଲୋକ ପରମେଶ୍ବରଙ୍କୁ ସ୍ବତନ୍ତ୍ର ଭାବରେ ଉତ୍ସର୍ଗୀକୃତ ହାଇେଥିଲେ। ସମାନେେ ନିର୍ମଳ ଥିଲେ; ସମାନେେ ହିମ ଅପେକ୍ଷା ଅକ୍ଷିକ ଶୁଭ୍ର, ଦୁଗ୍ଧଠାରୁ ଅଧିକ ଶୁକ୍ଲ ଥିଲେ। ସମାନଙ୍କେର ଶରୀର ପ୍ରବାଳ ଅପେକ୍ଷା ରକ୍ତବର୍ଣ୍ଣ ଓ ସମାନଙ୍କେର କ୍ଲାନ୍ତି ନୀଳକାନ୍ତ ମଣି ତୁଲ୍ଯ ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତାହାର କୁଳୀନ ଲୋକମାନେ ହିମ ଅପେକ୍ଷା ନିର୍ମଳ, ସେମାନେ ଦୁଗ୍ଧ ଅପେକ୍ଷା ଶୁକ୍ଳ ଥିଲେ, ସେମାନଙ୍କର ଶରୀର ପ୍ରବାଳ ଅପେକ୍ଷା ରକ୍ତବର୍ଣ୍ଣ, ସେମାନଙ୍କର କାନ୍ତି ନୀଳକା; ମଣି ତୁଲ୍ୟ ଥିଲା;
Odia Bible ERV 2004 (ପବିତ୍ର ବାଇବଲ)
ଯିହୁଦାର କେତେକ ଲୋକ ପରମେଶ୍ୱରଙ୍କୁ ସ୍ୱତନ୍ତ୍ର ଭାବରେ ଉତ୍ସର୍ଗୀକୃତ ହୋଇଥିଲେ। ସେମାନେ ନିର୍ମଳ ଥିଲେ; ସେମାନେ ହିମ ଅପେକ୍ଷା ଅଧିକ ଶୁଭ୍ର, ଦୁଗ୍ଧଠାରୁ ଅଧିକ ଶୁକ୍ଳ ଥିଲେ। ସେମାନଙ୍କର ଶରୀର ପ୍ରବାଳ ଅପେକ୍ଷା ରକ୍ତବର୍ଣ୍ଣ ଓ ସେମାନଙ୍କର କ୍ଳାନ୍ତି ନୀଳକାନ୍ତ ମଣି ତୁଲ୍ୟ ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତାହାର କୁଳୀନ ଲୋକମାନେ ହିମ ଅପେକ୍ଷା ନିର୍ମଳ, ସେମାନେ ଦୁଗ୍ଧ ଅପେକ୍ଷା ଶୁକ୍ଳ ଥିଲେ, ସେମାନଙ୍କର ଶରୀର ପ୍ରବାଳ ଅପେକ୍ଷା ରକ୍ତବର୍ଣ୍ଣ, ସେମାନଙ୍କର କାନ୍ତି ନୀଳକାନ୍ତମଣି ତୁଲ୍ୟ ଥିଲା।
Odia IRV 2017 (ଓଡିଆ ବାଇବେଲ)
ତାହାର କୁଳୀନ ଲୋକମାନେ ହିମ ଅପେକ୍ଷା ନିର୍ମଳ, ସେମାନେ ଦୁଗ୍ଧ ଅପେକ୍ଷା ଶୁକ୍ଳ ଥିଲେ, ସେମାନଙ୍କର ଶରୀର ପ୍ରବାଳ ଅପେକ୍ଷା ରକ୍ତବର୍ଣ୍ଣ, ସେମାନଙ୍କର କାନ୍ତି ନୀଳକାନ୍ତ ମଣି ତୁଲ୍ୟ ଥିଲା।