Lamentations 4:8 — Compare Translations
5 translations compared side by side
Odia - 1840
"ମାତ୍ର ବର୍ତ୍ତମାନ ସମାନଙ୍କେର ମୁଖ ଅଙ୍ଗାର ଅପେକ୍ଷା କଳାବର୍ଣ୍ଣ, ତେଣୁ ରାସ୍ତା ରେ କହେି ସମାନଙ୍କେୁ ଚିହ୍ନନ୍ତି ନାହିଁ। ସମାନଙ୍କେର ଚର୍ମ ଅସ୍ଥି ରେ ଲାଗିଅଛି ଓ ତାହା କାଠପରି ଶୁଷ୍କ ହାଇେଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନଙ୍କର ମୁଖ ଅଙ୍ଗାର ଅପେକ୍ଷା କଳା ବର୍ଣ୍ଣ; ସେମାନେ ଦାଣ୍ତରେ ଚିହ୍ନା ଯାʼନ୍ତି ନାହିଁ; ସେମାନଙ୍କର ଚର୍ମ ଅସ୍ଥିରେ ଲାଗି ରହିଅଛି; ତାହା କାଷ୍ଠ ପରି ଶୁଷ୍କ ହୋଇଅଛି,
Odia Bible ERV 2004 (ପବିତ୍ର ବାଇବଲ)
ମାତ୍ର ବର୍ତ୍ତମାନ ସେମାନଙ୍କର ମୁଖ ଅଙ୍ଗାର ଅପେକ୍ଷା କଳାବର୍ଣ୍ଣ, ତେଣୁ ରାସ୍ତାରେ କେହି ସେମାନଙ୍କୁ ଚିହ୍ନନ୍ତି ନାହିଁ। ସେମାନଙ୍କର ଚର୍ମ ଅସ୍ଥିରେ ଲାଗିଅଛି ଓ ତାହା କାଠପରି ଶୁଷ୍କ ହୋଇଅଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନଙ୍କର ମୁଖ ଅଙ୍ଗାର ଅପେକ୍ଷା କଳା ବର୍ଣ୍ଣ; ସେମାନେ ଦାଣ୍ଡରେ ଚିହ୍ନା ଯାʼନ୍ତି ନାହିଁ; ସେମାନଙ୍କର ଚର୍ମ ଅସ୍ଥିରେ ଲାଗି ରହିଅଛି; ତାହା କାଷ୍ଠ ପରି ଶୁଷ୍କ ହୋଇଅଛି,
Odia IRV 2017 (ଓଡିଆ ବାଇବେଲ)
ସେମାନଙ୍କର ମୁଖ ଅଙ୍ଗାର ଅପେକ୍ଷା କଳା ବର୍ଣ୍ଣ; ସେମାନେ ଦାଣ୍ଡରେ ଚିହ୍ନା ଯା’ନ୍ତି ନାହିଁ; ସେମାନଙ୍କର ଚର୍ମ ଅସ୍ଥିରେ ଲାଗି ରହିଅଛି; ତାହା କାଷ୍ଠ ପରି ଶୁଷ୍କ ହୋଇଅଛି,