Lamentations 5:1 — Compare Translations

5 translations compared side by side

Odia - 1840
"ହେ ସଦାପ୍ରଭୁ! ଆମ୍ଭମାନଙ୍କ ପ୍ରତି ଯାହା ଘଟିଗଲା, ତାହା ସ୍ମରଣ କର। ଆମ୍ଭମାନଙ୍କ ପ୍ରତି ହାଇେଥିବା ଅପମାନକୁ ଅବଲୋକନ କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ସଦାପ୍ରଭୁ, ଆମ୍ଭମାନଙ୍କ ପ୍ରତି ଯାହା ଘଟିଅଛି, ତାହା ସ୍ମରଣ କର; ଅବଲୋକନ କରି ଆମ୍ଭମାନଙ୍କ ଅପମାନ ଦେଖ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁଙ୍କୁ ଏକ ବିନତି ହେ ସଦାପ୍ରଭୁ! ଆମ୍ଭମାନଙ୍କ ପ୍ରତି ଯାହା ଘଟିଗଲା, ତାହା ସ୍ମରଣ କର। ଆମ୍ଭମାନଙ୍କ ପ୍ରତି ହୋଇଥିବା ଅପମାନକୁ ଅବଲୋକନ କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ସଦାପ୍ରଭୁ, ଆମ୍ଭମାନଙ୍କ ପ୍ରତି ଯାହା ଘଟିଅଛି, ତାହା ସ୍ମରଣ କର; ଅବଲୋକନ କରି ଆମ୍ଭମାନଙ୍କ ଅପମାନ ଦେଖ।
Odia IRV 2017 (ଓଡିଆ ବାଇବେଲ)
ହେ ସଦାପ୍ରଭୁ, ଆମ୍ଭମାନଙ୍କ ପ୍ରତି ଯାହା ଘଟିଅଛି, ତାହା ସ୍ମରଣ କର; ଅବଲୋକନ କରି ଆମ୍ଭମାନଙ୍କ ଅପମାନ ଦେଖ।