Lamentations 5:10 — Compare Translations

5 translations compared side by side

Odia - 1840
"କ୍ଷୁଧାର ତାଡ଼ନା ରେ ଆମ୍ଭମାନେେ ଭୟଙ୍କର ଜ୍ବର ରେ ଆକ୍ରାନ୍ତ। ଆମ୍ଭମାନଙ୍କର ଚର୍ମ ତୁନ୍ଦୁର ପରି ଢ଼ଳା ହାଇେଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦୁର୍ଭିକ୍ଷର ଜ୍ଵଳ; ତାପ ହେତୁରୁ, ଆମ୍ଭମାନଙ୍କ ଚର୍ମ ତୁନ୍ଦୁର ପରି କଳା ହୋଇଅଛି ।
Odia Bible ERV 2004 (ପବିତ୍ର ବାଇବଲ)
କ୍ଷୁଧାର ତାଡ଼ନାରେ ଆମ୍ଭେମାନେ ଭୟଙ୍କର ଜ୍ୱରରେ ଆକ୍ରାନ୍ତ। ଆମ୍ଭମାନଙ୍କର ଚର୍ମ ତୁନ୍ଦୁର ପରି କଳା ହୋଇଅଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦୁର୍ଭିକ୍ଷର ଜ୍ୱଳନ୍ତ ତାପ ହେତୁରୁ, ଆମ୍ଭମାନଙ୍କ ଚର୍ମ ତୁନ୍ଦୁର ପରି କଳା ହୋଇଅଛି।
Odia IRV 2017 (ଓଡିଆ ବାଇବେଲ)
ଦୁର୍ଭିକ୍ଷର ଜ୍ୱଳନ୍ତ ତାପ ହେତୁରୁ, ଆମ୍ଭମାନଙ୍କ ଚର୍ମ ତୁନ୍ଦୁର ପରି କଳା ହୋଇଅଛି।