Lamentations 5:11 — Compare Translations
5 translations compared side by side
Odia - 1840
"ଶତ୍ରୁମାନେ ସିୟୋନ ଓ ଯିହୁଦା ନଗର ସମୂହର ସ୍ତ୍ରୀ ଲୋକମାନଙ୍କୁ ଧର୍ଷଣ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ ସିୟୋନରେ ସ୍ତ୍ରୀମାନଙ୍କୁ, ଯିହୁଦାର ନଗରସମୂହରେ କୁମାରୀଗଣକୁ ଭ୍ରଷ୍ଟା କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଶତ୍ରୁମାନେ ସିୟୋନ ଓ ଯିହୁଦା ନଗର ସମୂହର ସ୍ତ୍ରୀଲୋକମାନଙ୍କୁ ଧର୍ଷଣ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ ସିୟୋନରେ ସ୍ତ୍ରୀମାନଙ୍କୁ, ଯିହୁଦାର ନଗରସମୂହରେ କୁମାରୀଗଣକୁ ଭ୍ରଷ୍ଟା କଲେ।
Odia IRV 2017 (ଓଡିଆ ବାଇବେଲ)
ସେମାନେ ସିୟୋନରେ ସ୍ତ୍ରୀମାନଙ୍କୁ, ଯିହୁଦାର ନଗର ସମୂହରେ କୁମାରୀଗଣକୁ ଭ୍ରଷ୍ଟା କଲେ।