Lamentations 5:13 — Compare Translations

5 translations compared side by side

Odia - 1840
"ଯିହୁଦାର ୟୁବକଗଣ ଚକି ବହନ କଲେ। ଆଉ ପିଲାମାନେ କାଠ ଭାର ରେ ଝୁଣ୍ଟି ପଡ଼ିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯୁବା ଲୋକମାନେ ଚକି ବହିଲେ, ଆଉ ପିଲାମାନେ କାଷ୍ଠ ଭାରରେ ଝୁଣ୍ଟି ପଡ଼ିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଯିହୁଦାର ଯୁବକଗଣ ଚକି ବହନ କଲେ। ଆଉ ପିଲାମାନେ କାଠ ଭାରରେ ଝୁଣ୍ଟି ପଡ଼ିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯୁବା ଲୋକମାନେ ଚକି ବହିଲେ, ଆଉ ପିଲାମାନେ କାଷ୍ଠ ଭାରରେ ଝୁଣ୍ଟି ପଡ଼ିଲେ।
Odia IRV 2017 (ଓଡିଆ ବାଇବେଲ)
ଯୁବା ଲୋକମାନେ ଚକି ବହିଲେ, ଆଉ ପିଲାମାନେ କାଷ୍ଠ ଭାରରେ ଝୁଣ୍ଟି ପଡ଼ିଲେ।